ଗୁଜରାଟର-ଦହେଜରେ-ବିଷାକ୍ତ-ବାଷ୍ପରୁ-ମୃତ୍ୟୁ

Bharuch, Gujarat

May 17, 2023

ଗୁଜରାଟର ଦହେଜରେ ବିଷାକ୍ତ ବାଷ୍ପରୁ ମୃତ୍ୟୁ

ଏ ବର୍ଷ ଏପ୍ରିଲ ୪ ତାରିଖ ଦିନ ଗୁଜରାଟର ଭରୁଚ ଜିଲ୍ଲାରେ ବିଷାକ୍ତ ବାଷ୍ପରେ ତିନି ଜଣ ଆଦିବାସୀଙ୍କର ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। କୌଣସି ସୁରକ୍ଷା ସାମଗ୍ରୀ ବିନା ନର୍ଦ୍ଦମା ସଫା କରୁଥିବା ସମୟରେ ଏହି ଅଘଟଣ ଘଟିଥିଲା

Want to republish this article? Please write to [email protected] with a cc to [email protected]

Author

Umesh Solanki

ଉମେଶ ସୋଲାଙ୍କୀ ଅହମ୍ମଦାବାଦରେ ଅବସ୍ଥାପିତ ଜଣେ ଫଟୋଗ୍ରାଫର, ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା ଏବଂ ଲେଖକ, ସେ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ଯାଯାବରଙ୍କ ଭଳି ଜୀବନକୁ ଭଲ ପାଆନ୍ତି। ତାଙ୍କର ସୃଜନଶୀଳ କୃତି ମଧ୍ୟରେ ରହିଛି କେତେଗୁଡ଼ିଏ କବିତା ସଙ୍କଳନ, ଗୋଟିଏ କବିତା ଉପନ୍ୟାସ, ଗୋଟିଏ ଉପନ୍ୟାସ ଏବଂ ବାସ୍ତବଧର୍ମୀ ସୃଜନଶୀଳ କାହାଣୀ ସଂଗ୍ରହ।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।