ଗୁଜରାଟର-ସଂକ୍ରାନ୍ତି-ଆକାଶରେ-ଗୁଡ଼ି-ନିର୍ମାତାଙ୍କ-ହସ୍ତକଳା

Ahmedabad, Gujarat

Jan 13, 2022

ଗୁଜରାଟର ସଂକ୍ରାନ୍ତି ଆକାଶରେ ଗୁଡ଼ି ନିର୍ମାତାଙ୍କ ହସ୍ତକଳା

ଖମ୍ଭାଟ ଓ ଅହମ୍ମଦାବାଦର ମହିଳା ଗୁଡ଼ି ନିର୍ମାତାମାନଙ୍କର କଠିନ ଶ୍ରମ ଚମତ୍କାର ଭାବେ ଆକାଶକୁ ରଙ୍ଗର ଆଲୋକରେ ଭରି ଦେଉଥିବା ବେଳେ ଏହାର ବିପରୀତ ସେମାନଙ୍କ ଜୀବନ କିନ୍ତୁ ଖୁବ୍‌ ସଂଘର୍ଷପୂର୍ଣ୍ଣ ହୋଇଥାଏ

Want to republish this article? Please write to [email protected] with a cc to [email protected]

Photographs

Umesh Solanki

ଉମେଶ ସୋଲାଙ୍କୀ ଅହମ୍ମଦାବାଦରେ ଅବସ୍ଥାପିତ ଜଣେ ଫଟୋଗ୍ରାଫର, ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା ଏବଂ ଲେଖକ, ସେ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ସେ ଯାଯାବରଙ୍କ ଭଳି ଜୀବନକୁ ଭଲ ପାଆନ୍ତି। ତାଙ୍କର ସୃଜନଶୀଳ କୃତି ମଧ୍ୟରେ ରହିଛି କେତେଗୁଡ଼ିଏ କବିତା ସଙ୍କଳନ, ଗୋଟିଏ କବିତା ଉପନ୍ୟାସ, ଗୋଟିଏ ଉପନ୍ୟାସ ଏବଂ ବାସ୍ତବଧର୍ମୀ ସୃଜନଶୀଳ କାହାଣୀ ସଂଗ୍ରହ।

Photographs

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Illustration

Anushree Ramanathan and Rahul Ramanathan

ଅନୁଶ୍ରୀ ରାମନାଥନ ଏବଂ ରାହୁଲ ରାମନାଥନ ଅହମ୍ମଦାବାଦରେ ଥିବା ଆନନ୍ଦ ନିକେତନ ବିଦ୍ୟାଳୟ (ସାଟେଲାଇଟ)ରେ ପଢ଼ନ୍ତି। ଅନୁଶ୍ରୀ ସପ୍ତମ ଶ୍ରେଣୀର ଛାତ୍ରୀ ଏବଂ ରାହୁଲ ଦଶମ ଶ୍ରେଣୀରେ ପଢ଼ନ୍ତି। ସେମାନେ ପରୀ କାହାଣୀ ପାଇଁ ଚିତ୍ର କରିବାକୁ ଭଲ ପାଆନ୍ତି

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Author

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।