ଚିନ୍ତା-ଶେଷ-ହେଲା--ନେହା-ନସବନ୍ଦୀ-କଲେ

Sultanpur, Uttar Pradesh

Mar 04, 2020

ଚିନ୍ତା ଶେଷ ହେଲା- ନେହା ନସବନ୍ଦୀ କଲେ

୨୦୧୬ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବନ୍ଧ୍ୟାକରଣ ଶିବିର ଗୋଟିଏ ‘ନସବନ୍ଦୀ ଦିନ’ରେ ପରିବର୍ତ୍ତିତ ହୋଇଯାଇଥିଲା, କିନ୍ତୁ ଏ ପର୍ଯ୍ୟନ୍ତ ମହିଳାମାନେ ମୁଖ୍ୟତଃ ଅସ୍ତ୍ରୋପଚାର ଦେଇ ଯାଉଛନ୍ତି- ଉତ୍ତରପ୍ରଦେଶରେ ଅନେକ ଆଧୁନିକ ଗର୍ଭନିରୋଧ ପଦ୍ଧତିର ଅନ୍ୟ କୌଣସି ବିକଳ୍ପ ବିନା ଏହା କରିଥାନ୍ତି

Series Editor

Sharmila Joshi

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Anubha Bhonsle

ଅନୁଭା ଭୋଁସଲେ୨୦୧୫ର ଜଣେ ପରୀ ଫେଲୋ, ସ୍ୱାଧୀନ ସାମ୍ବାଦିକ ଏବଂ ଆଇସିଏଫ୍‌ଜେ ନାଇଟ୍‌ ଫେଲୋ, ଏବଂ ମଣିପୁରର ଅଶାନ୍ତ ଇତିହାସ ଏବଂ ସଶସ୍ତ୍ର ସେନାବାହିନୀର ବିଶେଷ କ୍ଷମତା ଆଇନର ପ୍ରଭାବ ଉପରେ ଲିଖିତ ‘‘ ମଦର୍ ହ୍ୱେୟାର୍ ଇଜ୍ ମାଇଁ କଣ୍ଟ୍ରିର ପ୍ରଣେତା।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editor

Hutokshi Doctor

Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।