ଚୁରୁ-ଅସହ୍ୟ-ତାତି-ଅସହ୍ୟ-ଥଣ୍ଡା-ମୁଖ୍ୟତଃ-ଗରମ

Churu, Rajasthan

Jun 17, 2020

ଚୁରୁ : ଅସହ୍ୟ ତାତି, ଅସହ୍ୟ ଥଣ୍ଡା-ମୁଖ୍ୟତଃ ଗରମ

ଜୁନ ୨୦୧୯ରେ, ରାଜସ୍ଥାନ ଚୁରୁରେ ତାପମାତ୍ରା ବିଶ୍ୱରେ ସର୍ବାଧିକ ୫୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ଏଠାକାର ଅଧିକାଂଶ ଲୋକଙ୍କ ପାଇଁ ଲମ୍ବା ଗ୍ରୀଷ୍ମଋତୁରେ ଏହା ଆଉ ଏକ ମାଇଲଖୁଣ୍ଟ ପରି ଥିଲା ଏବଂ ଋତୁରେ ଏପରି ଅସ୍ଵାଭାବିକ ପରିବର୍ତ୍ତନ ସ୍ପଷ୍ଟ ଭାବେ ଜଳବାୟୁ ପରିବର୍ତ୍ତନ ଆଡ଼କୁ ଇଙ୍ଗିତ କରୁଥିଲା

Want to republish this article? Please write to [email protected] with a cc to [email protected]

Reporter

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors