ଜଣେ-ରାବାରୀ-ବାଳିକାର-ଗୀତ

Sep 27, 2022

ଜଣେ ରାବାରୀ ବାଳିକାର ଗୀତ

ଏକ କ୍ଷୁଦ୍ର କବିତା, ଯେଉଁଠାରେ ଜାମନଗର ଜିଲ୍ଲାର ଜଣେ ରାବାରୀ ବାଳିକା ତା’ର ବାସ୍ତବତା, ଆକାଂକ୍ଷା ଏବଂ ଅଧିକାର ସମ୍ପର୍କରେ ଲେଖିଛି

Poem and Text

Jigna Rabari

Translator

OdishaLIVE

Painting

Labani Jangi

Want to republish this article? Please write to [email protected] with a cc to [email protected]

Poem and Text

Jigna Rabari

ଜିଗ୍ନା ରାବାରୀ ହେଉଛନ୍ତି ସହଜୀବନ ସହିତ ସଂପୃକ୍ତ ଥିବା ଜଣେ ସମୂହ କର୍ମୀ ଏବଂ ସେ ଗୁଜରାଟର ଦ୍ୱାରକା ଏବଂ ଜାମନଗର ଜିଲ୍ଲାରେ କାର୍ଯ୍ୟ କରନ୍ତି। ସେ ତାଙ୍କ ସମୂହର ଅଳ୍ପ କେଇଜଣ ଶିକ୍ଷିତ ମହିଳାଙ୍କ ମଧ୍ୟରେ ଅନ୍ୟତମ ଯେଉଁମାନେ କି ଏହି କ୍ଷେତ୍ରରେ ସକ୍ରିୟ ଏବଂ ସେମାନଙ୍କର ଅଭିଜ୍ଞତା ସମ୍ପର୍କରେ ଲେଖୁଛନ୍ତି।

Painting

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।