ଜଳବାୟୁ-କାହିଁକି-ଏପରି-ପରିବର୍ତ୍ତନ-ହେଉଛି

Wayanad, Kerala

Aug 12, 2019

'ଜଳବାୟୁ କାହିଁକି ଏପରି ପରିବର୍ତ୍ତନ ହେଉଛି?'

ୱଏନାଡ୍‌, କେରଳର କଫି ଓ ଗୋଲମରିଚ ଚାଷୀମାନେ ଏବେ ତାପମାତ୍ରା ବୃଦ୍ଧି ଓ ବିକ୍ଷିପ୍ତ ଭାବରେ ବୃଷ୍ଟିପାତ କାରଣରୁ ବ୍ୟାପକ କ୍ଷତିଗ୍ରସ୍ତ ହେଉଛନ୍ତି। ଏକଦା ଏହି ଜିଲ୍ଲା ‘‘ଶୀତତାପ ନିୟନ୍ତ୍ରିତ ଜଳବାୟୁ’ ଭାବରେ ପରିଚିତ ଥିଲା

Want to republish this article? Please write to [email protected] with a cc to [email protected]

Reporter

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।