ଜଳବାୟୁ-ପରିବର୍ତ୍ତନର-ଧାରାପ୍ରବାହରେ-ସଂଗ୍ରାମରତ-କୀଟପତଙ୍ଗ

Narayanpur, Chhattisgarh

Oct 19, 2020

ଜଳବାୟୁ ପରିବର୍ତ୍ତନର ଧାରାପ୍ରବାହରେ ସଂଗ୍ରାମରତ କୀଟପତଙ୍ଗ

ଭାରତରେ ଦେଶଜ କୀଟପତଙ୍ଗ ପ୍ରଜାତି ସଂଖ୍ୟା ବହୁମାତ୍ରାରେ ହ୍ରାସ ପାଉଛି- ସେମାନଙ୍କ ମଧ୍ୟରୁ ଅନେକଙ୍କର ଖାଦ୍ୟ ସୁରକ୍ଷା ସହିତ ନିବିଡ଼ ସଂପର୍କ ରହିଛି । କିନ୍ତୁ, କୀଟପତଙ୍ଗଙ୍କ ପ୍ରତି ମଣିଷର ଦୃଷ୍ଟିକୋଣ ସେମିତି ଆନ୍ତରିକତାପୂର୍ଣ୍ଣ ନୁହେଁ, ଯେମିତି କି ଲୋମଯୁକ୍ତ ସ୍ତନ୍ୟପାୟୀ ପ୍ରାଣୀମାନଙ୍କ ପ୍ରତି ରହିଆସିଛି

Want to republish this article? Please write to [email protected] with a cc to [email protected]

Reporter

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ