ଜାତୀୟ-ସାକ୍ଷରତାର-ପଦାତିକ-ସୈନିକ

Bengaluru Urban, Karnataka

Nov 26, 2018

ଜାତୀୟ ସାକ୍ଷରତାର ପଦାତିକ ସୈନିକ

ସରକାରୀ କିଣ୍ଡରଗାର୍ଟେନ୍ - ଅଙ୍ଗନୱାଡ଼ିର ଶିକ୍ଷକମାନେ ଭାରତର ନିୟୂତ ନିୟୂତ ପିଲାଙ୍କୁ ଆଦ୍ୟ ଶୈଶବ ଶିକ୍ଷା ଦିଅନ୍ତି । କମ୍ ଦରମା ମଧ୍ୟରେ ସେମାନେ ବହୁ ସଂଖ୍ୟକ ଦାୟିତ୍ୱକୁ ସମ୍ଭାଳନ୍ତି । କିନ୍ତୁ କର୍ଣ୍ଣାଟକରେ ମାସ ମାସ ଧରି ସେମାନଙ୍କୁ ଦରମା ମିଳେନି । ଶିକ୍ଷକ ଦିବସ ଅବସରରେ ‘ପରୀ’ତରଫରୁ ଏକ ପ୍ରତିବେଦନ ।

Want to republish this article? Please write to [email protected] with a cc to [email protected]

Author

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Author

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।