ଜ୍ଞାନର-ପାଠାଗାର-ପୋଡ଼ି-ପାଉଁଶ

Nalanda, Bihar

May 12, 2023

ଜ୍ଞାନର ପାଠାଗାର ପୋଡ଼ି ପାଉଁଶ

ବିହାରଶରିଫରେ ୧୧୩ ବର୍ଷ ପୁରୁଣା ଏକ ମଦ୍ରାସା ଏବଂ ୪,୦୦୦ରୁ ଅଧିକ ବହି ଥିବା ଏହାର ପାଠାଗାରକୁ ଜାଳିଦେଲେ ଦଙ୍ଗାକାରୀ

Want to republish this article? Please write to [email protected] with a cc to [email protected]

Video

Shreya Katyayini

ଶ୍ରେୟା କାତ୍ୟାୟିନୀ ହେଉଛନ୍ତି ଜଣେ ଚଳଚ୍ଚିତ୍ର ନିର୍ମାତା ଓ ‘ପରୀ’ର ବରିଷ୍ଠ ଭିଡିଓ ସମ୍ପାଦକ। ସେ ମଧ୍ୟ ‘ପରୀ’ ପାଇଁ ଅଙ୍କନ କରନ୍ତି।

Text

Umesh Kumar Ray

ଉମେଶ କୁମାର ରାଏ ହେଉଛନ୍ତି ଜଣେ ‘ପରୀ’ ଫେଲୋ (୨୦୨୨)। ସେ ବିହାରେ ରହୁଥିବା ଜଣେ ମୁକ୍ତବୃତ୍ତ ସାମ୍ବାଦିକ ଯେ କି ସମାଜର ଅବହେଳିତ ବର୍ଗଙ୍କ ଉପରେ ଲେଖାଲେଖି କରନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।