ଝୁମୁର-ଗାଉଥିବା-ଆସାମର-ସାନ୍ତୋ-ତନ୍ତି

Jorhat, Assam

Dec 27, 2022

ଝୁମୁର ଗାଉଥିବା ଆସାମର ସାନ୍ତୋ ତନ୍ତି

ମାଦୋଳ, ଝୁମୁର ଢୋଲ ଓ ବଂଶୀ ସହିତ ତାଳ ଦେଇ ଝୁମୁର ଶୈଳୀର ସଙ୍ଗୀତରେ ଏକ ୨୫ ବର୍ଷ ବୟସ୍କ ଗାୟକ ସମାବେଶୀ ଆସାମ ସମ୍ପର୍କରେ ଗାଇଥାନ୍ତି

Want to republish this article? Please write to [email protected] with a cc to [email protected]

Author

Himanshu Chutia Saikia

ହିମାଂଶୁ କୁଟିଆ ସାଇକିଆ ଜଣେ ସ୍ୱାଧୀନ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା, ସଙ୍ଗୀତ ନିର୍ଦ୍ଦେଶକ, ଫଟୋଗ୍ରାଫର୍ ଏବଂ ଛାତ୍ର ନେତା। ସେ ଆସାମର ଜୋରହାଟର ବାସିନ୍ଦା। ସେ ମଧ୍ୟ ୨୦୨୧ ପରୀ ଫେଲୋ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।