ଡିଣ୍ଡିଗୁଲରେ-ଦଳିତ-ମହିଳାମାନଙ୍କର-ମିଳିତ-ପ୍ରୟାସ

Dindigul, Tamil Nadu

Jul 18, 2022

ଡିଣ୍ଡିଗୁଲରେ ଦଳିତ ମହିଳାମାନଙ୍କର ମିଳିତ ପ୍ରୟାସ

ରମା, ଲତା ଏବଂ ତାଙ୍କର ଶ୍ରମିକ ସଂଘର ଅନ୍ୟମାନେ ତାମିଲ୍‌ନାଡ଼ୁର ପୋଷାକ କାରଖାନାରେ ଲିଙ୍ଗଗତ ଏବଂ ଜାତିଭିତ୍ତିରେ ନିର୍ଯାତନା ବନ୍ଦ କରିବା ପାଇଁ କଠିନ ସଂଗ୍ରାମ କରିଥିଲେ - ଡିଣ୍ଡିଗୁଲ ରାଜିନାମା ପାଇଁ ଦୃଢ଼ ଦାବି କରିଥିଲେ, ଯାହାକି ବିଶ୍ୱସ୍ତରର ଫେସନ୍ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସଦୃଶ

Translator

OdishaLIVE

Illustrations

Antara Raman

Want to republish this article? Please write to [email protected] with a cc to [email protected]

Author

Gokul G.K.

ଗୋକୁଳ ଜି.କେ. ହେଉଛନ୍ତି କେରଳର ତିରୁବନ୍ତପୁରମ୍‌ରେ ରହୁଥିବା ଜଣେ ମୁକ୍ତବୃତ୍ତି ସାମ୍ବାଦିକ।

Illustrations

Antara Raman

ଅନ୍ତରା ରମଣ ଜଣେ ଚିତ୍ରକର ଏବଂ ସାମାଜିକ ପ୍ରକ୍ରିୟା ଓ ପୌରାଣିକ ଚିତ୍ର ପ୍ରତି ଆଗ୍ରହ ରହିଥିବା ଜଣେ ୱେବସାଇଟ୍ ଡିଜାଇନର୍। ବେଙ୍ଗାଲୁରୁର ସୃଷ୍ଟି ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍ଟ, ଡିଜାଇନ୍ ଏବଂ ଟେକ୍ନୋଲୋଜିର ସ୍ନାତକ ଭାବେ ସେ ବିଶ୍ୱାସ କରନ୍ତି ଯେ କାହାଣୀ ବର୍ଣ୍ଣନା ଏବଂ ଚିତ୍ରକଳା ସହଜୀବୀ।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।