ତାମିଲନାଡୁରେ-ହଳଦୀ-ବ୍ୟବସାୟର-କୌଶଳ-ଶିଖିବା

Erode, Tamil Nadu

Feb 02, 2022

ତାମିଲନାଡୁରେ ହଳଦୀ ବ୍ୟବସାୟର କୌଶଳ ଶିଖିବା

ଇରୋଡ଼ ଜିଲ୍ଲାର ଅକ୍ଷୟା କ୍ରିଷ୍ଣମୂର୍ତ୍ତି ଜଣେ ଉଚ୍ଚାଭିଳାଷୀ ୨୧ ବର୍ଷ ବୟସ୍କ ଛୋଟ ବ୍ୟବସାୟୀ ଯିଏକି ସ୍ଥାନୀୟ ହଳଦୀ ଚାଷୀଙ୍କୁ ସହାୟତା କରନ୍ତି, ନିଜ ଶିକ୍ଷା ପାଇଁ ଅର୍ଥ ଖର୍ଚ୍ଚ କରନ୍ତି ଏବଂ କୃଷି-ବ୍ୟବସାୟରେ ଉନ୍ନତି କରନ୍ତି

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।