ତାମିଲନାଡ଼ୁରେ-କୋଭିଡ-ସମୟରେ-ଯକ୍ଷ୍ମା-ନିୟନ୍ତ୍ରଣ

Viluppuram, Tamil Nadu

May 13, 2021

ତାମିଲନାଡ଼ୁରେ: କୋଭିଡ ସମୟରେ ଯକ୍ଷ୍ମା ନିୟନ୍ତ୍ରଣ

ଦୀର୍ଘ ଦଶନ୍ଧି ଧରି ଭାରତର ସବୁଠୁ ମାରାତ୍ମକ ସଂକ୍ରାମକ ରୋଗ-ଯକ୍ଷ୍ମା ମୁକାବିଲା-ସବୁବେଳେ କଠିନ ହୋଇଥିବା ବେଳେ, କୋଭିଡ ମହାମାରୀ ସମୟରେ ଏହା ଆହୁରି କଷ୍ଟକର ହୋଇପଡ଼ିଛି, ଯାହାକି ତାମିଲନାଡ଼ୁର ତିନି ଜଣ ମହିଳା ‘ଯକ୍ଷ୍ମା ଯୋଦ୍ଧା’ଙ୍କ ଜୀବନରୁ ପ୍ରତିଫଳିତ ହୋଇଥାଏ।

Want to republish this article? Please write to [email protected] with a cc to [email protected]

Author

Kavitha Muralidharan

କବିତା ମୁରଲୀଧରନ୍ ହେଉଛନ୍ତି ଚେନ୍ନାଇସ୍ଥିତ ଜଣେ ମୁକ୍ତବୃତ୍ତି ସାମ୍ବାଦିକା ଏବଂ ଅନୁବାଦିକା । ସେ ପୂର୍ବରୁ ‘ଇଣ୍ଡିଆ ଟୁଡେ’ (ତାମିଲ)ର ଜଣେ ସଂପାଦିକା ଥିଲେ ଏବଂ ତା’ ପୂର୍ବରୁ ‘ଦ ହିନ୍ଦୁ’(ତାମିଲ)ର ରିପୋର୍ଟିଂ ବିଭାଗର ମୁଖ୍ୟ ଥିଲେ । ସେ ଜଣେ ପରୀ ସ୍ୱେଚ୍ଛାସେବୀ ।

Illustrations

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।