ତାମିଲନାଡ଼ୁରେ-ଗଛର-କାଠ-କହୁଛି-କାହାଣୀ

Cuddalore District, Tamil Nadu

Sep 23, 2022

ତାମିଲନାଡ଼ୁରେ ଗଛର କାଠ କହୁଛି କାହାଣୀ

ତାମିଲନାଡ଼ୁର କୁଡ଼ାଲୋର ଜିଲ୍ଲାରେ ଥିବା ଏସ. ରାମସାମୀଙ୍କ ଉଦ୍ୟାନରେ ପଣସ ଚାଷର ଘଞ୍ଚ ଦୁନିଆକୁ ଅନ୍ୱେଷଣ କରିଛି ପରୀ। ଗୋଟିଏ ଗୋଟିଏ ପଣସ ମଞ୍ଜି ଭଳି ଅତି ନିଖୁଣ ଭାବେ ନିଜ ପଣସର ଦୁନିଆ ସମ୍ପର୍କରେ ଅଭିଜ୍ଞ ରାମସାମୀ ଏଠାରେ ବର୍ଣ୍ଣନା କରିଛନ୍ତି

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Photographs

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Photographs

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।