ତାମିଲନାଡ଼ୁର-ଉପାନ୍ତ-ଇଲାକାରେ-ମାନସିକ-ସ୍ୱାସ୍ଥ୍ୟସେବା-ଯୋଗାଇ-ଦେଉଥିବା-ମହିଳାମାନେ

Kancheepuram , Tamil Nadu

Apr 10, 2023

ତାମିଲନାଡ଼ୁର ଉପାନ୍ତ ଇଲାକାରେ ମାନସିକ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଥିବା ମହିଳାମାନେ

୩୦ ବର୍ଷ ଧରି, ଶାନ୍ତି ଶେଷା କାଞ୍ଚିପୁରମ ଜିଲ୍ଲାର ଗ୍ରାମାଞ୍ଚଳରେ ମାନସିକ ରୋଗୀଙ୍କ ସହାୟତା ଲାଗି ଘୂରି ବୁଲୁଛନ୍ତି। କିନ୍ତୁ ତାଙ୍କ ଭଳି ଗ୍ରାମୀଣ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଅନେକ ବାଧାବିଘ୍ନ ଏବଂ ବ୍ୟକ୍ତିଗତ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି

Photographs

M. Palani Kumar

Photo Editor

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

S. Senthalir

ଏସ ସେନ୍ଥାଲିର ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସମ୍ପାଦିକା ଏବଂ ୨୦୨୦ର ପରୀ ସଦସ୍ୟା। ସେ ଲିଙ୍ଗ, ଜାତି ଓ ଶ୍ରମ ବିଷୟକୁ ନେଇ ରିପୋର୍ଟ ସଂଗ୍ରହ କରିଥାନ୍ତି। ସେନ୍ଥାଲିର ୱେଷ୍ଟମିନିଷ୍ଟର ବିଶ୍ୱବିଦ୍ୟାଳୟରେ ଚେଭେନିଂ ଦକ୍ଷିଣ ଏସିଆ ସାମ୍ବାଦିକତା କାର୍ଯ୍ୟକ୍ରମର ୨୦୨୩ର ଜଣେ ସଦସ୍ୟ

Photographs

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Photo Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।