ତୁଲୁନାଡୁର-ଭୂତ-ପୂଜା-ଶାସ୍ତ୍ରୀୟ-ପରମ୍ପରାରେ-ସମନ୍ୱୟର-ବାର୍ତ୍ତାବହ

Udupi, Karnataka

Apr 26, 2023

ତୁଲୁନାଡୁର ଭୂତ ପୂଜା: ଶାସ୍ତ୍ରୀୟ ପରମ୍ପରାରେ ସମନ୍ୱୟର ବାର୍ତ୍ତାବହ

ଆରବ ସାଗର ଉପକୂଳରେ ଅବସ୍ଥିତ କର୍ଣ୍ଣାଟକର ଏହି ଅଞ୍ଚଳରେ ଭୂତ ପୂଜା କରିବାକୁ ଏକତ୍ର ହୁଅନ୍ତି ଭିନ୍ନ ଭିନ୍ନ ସଂପ୍ରଦାୟର ଲୋକେ । ଏହି ଭିନ୍ନ ଧରଣର ପୂଜୋତ୍ସବ ଅବସରରେ ସଙ୍ଗୀତ ପରିବେଷଣ କରି ରୀତିନୀତି ପାଳନ କରିବାକୁ ଆସନ୍ତି ସୟଦ ନାସିର ଓ ତାଙ୍କ ବାଦ୍ୟକାର ଦଳ। ସେହି ସ୍ୱତନ୍ତ୍ର ଐତିହ୍ୟକୁ ନେଇ ନିର୍ମିତ ହୋଇଛି ଏହି ଫିଲ୍ମ

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Faisal Ahmed

ଉପକୂଳ କର୍ଣ୍ଣାଟକର ମାଲପେ ସହର ବାସିନ୍ଦା ଫୈଜଲ ଅହମ୍ମଦ ଜଣେ ବୃତ୍ତଚିତ୍ର ନିର୍ମାତା । ସେ ପୂର୍ବରୁ ମଣିପାଲ ଏକାଡେମୀ ଅଫ୍‌ ହାୟର ଏଜୁକେସନ୍‌ରେ କାର୍ଯ୍ୟରତ ଥିଲେ ଏବଂ ସେଠାରେ ହିଁ ସେ ତୁଲୁନାଡୁର ବିଭିନ୍ନ ପ୍ରଚଳିତ ସଂସ୍କୃତି ଉପରେ ନିର୍ମିତ ବୃତ୍ତଚିତ୍ରର ନିର୍ଦ୍ଦେଶନା ଦେଇଥିଲେ । ସେ (୨୦୨୨-୨୩ର) ଜଣେ MMF-PARI ଫେଲୋ ।

Text Editor

Siddhita Sonavane

ସିଦ୍ଧିତା ସୋନାଭାନେ ଜଣେ ସାମ୍ବାଦିକ ତଥା ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆରେ ବିଷୟବସ୍ତୁ ସମ୍ପାଦକ। ସେ ୨୦୨୨ ମସିହାରେ ମୁମ୍ବାଇର ଏସଏନଡିଟି ମହିଳା ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଡିଗ୍ରୀ ସମାପ୍ତ କରିଥିଲେ ଏବଂ ବର୍ତ୍ତମାନ ସେଠାକାର ଇଂରାଜୀ ବିଭାଗରେ ଜଣେ ଭିଜିଟିଂ ଫାକଲ୍ଟି ଭାବରେ କାର୍ଯ୍ୟ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।