ତୋଲପାୱାକୁତୁର-କଣ୍ଢେଇ-ନାଚ-ମାଲାବାରରେ-ସାଂସ୍କୃତିକ-ସଂହତିର-ନିଦର୍ଶନ

Palakkad, Kerala

May 29, 2023

ତୋଲପାୱାକୁତୁର କଣ୍ଢେଇ ନାଚ, ମାଲାବାରରେ ସାଂସ୍କୃତିକ ସଂହତିର ନିଦର୍ଶନ

କେରଳର ମାଲାବାର ଅଞ୍ଚଳ ଅନ୍ତର୍ଗତ ଗାଁଗହଳିରେ ଛାୟା କଣ୍ଢେଇ ନାଟ୍ୟ ପରିବେଷଣ ସଂପର୍କିତ ଏକ ଚଳଚ୍ଚିତ୍ର

Translator

OdishaLIVE

Text Editor

Archana Shukla

Want to republish this article? Please write to [email protected] with a cc to [email protected]

Author

Sangeeth Sankar

ସଂଗୀତ ଶଙ୍କର ଆଇଡିସି ସ୍କୁଲ ଅଫ୍ ଡିଜାଇନର ଜଣେ ଗବେଷକ ଛାତ୍ର। ମାନବୀୟ ସଂସ୍କୃତି ସମ୍ବନ୍ଧୀୟ ତାଙ୍କ ଗବେଷଣାରେ ସ୍ଥାନ ପାଇଛି କେରଳର କଣ୍ଢେଇ ନୃତ୍ୟକଳାର ରୂପାନ୍ତରଣ ପ୍ରସଙ୍ଗ। ସଙ୍ଗୀତ ୨୦୨୨ରେ MMF-PARI ଫେଲୋସିପ୍ ପାଇଥିଲେ।

Text Editor

Archana Shukla

ଅର୍ଚ୍ଚନା ଶୁକ୍ଳା ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଜଣେ କଣ୍ଟେଣ୍ଟ ଏଡିଟର ଏବଂ ସେ ପ୍ରକାଶନ ଟିମ୍ ସହିତ କାର୍ଯ୍ୟ କରନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।