ଥାନେରେ-ବର୍ଷାର-ଅନିୟମିତତା

Thane, Maharashtra

Oct 06, 2020

ଥାନେରେ ବର୍ଷାର ଅନିୟମିତତା

ମହାରାଷ୍ଟ୍ରର ସାହାପୁର ତାଲୁକାର ଏକ ଆଦିବାସୀ ପଲ୍ଲୀର ଧର୍ମା ଗାରେଲ୍‌ ଓ ଅନ୍ୟମାନଙ୍କର ‘ଜଳବାୟୁ ପରିବର୍ତ୍ତନ’ ଉପରେ କୌଣସି ଧାରଣା ନଥାଇପାରେ, ହେଲେ ସେମାନେ ପ୍ରତିଦିନ ପ୍ରତ୍ୟକ୍ଷଭାବେ ଏହାର ପ୍ରଭାବର ମୁକାବିଲା କରୁଛନ୍ତି, ଯେଉଁଥିରେ ବର୍ଷାରେ ଅନିୟମିତତା ଓ ଉତ୍ପାଦନ ହ୍ରାସ ପାଇବା ସାମିଲ୍‌ ଅଛି

Want to republish this article? Please write to [email protected] with a cc to [email protected]

Reporter

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ