ଥୁଥୁକୁଡ଼ି-ଲୁଣ-କିଆରିର-ରାଣୀ

Thoothukudi, Tamil Nadu

Nov 17, 2021

ଥୁଥୁକୁଡ଼ି ଲୁଣ କିଆରିର ରାଣୀ

ପ୍ରତିବର୍ଷ ଛଅମାସ ଧରି ତାମିଲନାଡୁର ଥୁଥୁକୁଡ଼ି ଜିଲ୍ଲାର ଲୁଣ କିଆରି ଶ୍ରମିକମାନେ ରୋଷେଇ ଘରର ଏକ ଅତିସାଧାରଣ ଅଥଚ ପ୍ରମୁଖ ପଦାର୍ଥ ଆଦାୟ କରିବାକୁ ବିପଦପୂର୍ଣ୍ଣ ନିମ୍ନମାନର କାର୍ଯ୍ୟ ପରିବେଶରେ ଓ ତୁଚ୍ଛ ମଜୁରି ନେଇ ପ୍ରଚଣ୍ଡ ସୂର୍ଯ୍ୟକିରଣରେ ଅକ୍ଳାନ୍ତ ପରିଶ୍ରମ କରନ୍ତି

Translator

OdishaLIVE

Photos and Video

M. Palani Kumar

Want to republish this article? Please write to [email protected] with a cc to [email protected]

Reporting

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Photos and Video

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।