ଦିଲ୍ଲୀରେ-ପ୍ରତିବାଦ-ପାଇଁ-ମରୁଡ଼ିଗ୍ରସ୍ତ-ଯବତ୍‌ମାଲ୍‌ର-ଚାଷୀମାନେ

New Delhi, Delhi

Dec 24, 2018

ଦିଲ୍ଲୀରେ ପ୍ରତିବାଦ ପାଇଁ ମରୁଡ଼ିଗ୍ରସ୍ତ ଯବତ୍‌ମାଲ୍‌ର ଚାଷୀମାନେ

ନଭେମ୍ବର ୨୯-୩୦ରେ ପଦଯାତ୍ରା ପାଇଁ ଦିଲ୍ଲୀରେ ପ୍ରଥମେ ପହଞ୍ଚିଥିବା ଗୋଷ୍ଠୀମାନଙ୍କ ମଧ୍ୟରେ ଥିଲେ ବିଦର୍ଭର ଆଦିବାସୀ କୃଷକମାନଙ୍କର ଏକ ଗୋଷ୍ଠୀ- ସେମାନେ ନିଜର ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିବା ପାଇଁ ଆସିଥିଲେ। ତେବେ ବର୍ତ୍ତମାନ ସେମାନଙ୍କର ମୁଖ୍ୟ ଚିନ୍ତା ଭୀଷଣ ମରୁଡ଼ି।

Want to republish this article? Please write to [email protected] with a cc to [email protected]

Author

Namita Waikar

ନମିତା ୱାଇକର ହେଉଛନ୍ତି ଜଣେ ଲେଖିକା, ଅନୁବାଦିକା ଏବଂ ପିପୁଲ୍ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ। ତାଙ୍କ ରଚିତ ଉପନ୍ୟାସ ‘ଦ ଲଙ୍ଗ ମାର୍ଚ୍ଚ’ ୨୦୧୮ରେ ପ୍ରକାଶ ପାଇଥିଲା।

Author

Samyukta Shastri

ଲେଖକ ପରିଚୟ: ସମ୍ୟୁକ୍ତା ଶାସ୍ତ୍ରୀ ହେଉଛନ୍ତି ପିପୁଲସ୍ ଆର୍କାଇଭ ଅଫ ରୁରାଲ ଇଣ୍ଡିଆର ବିଷୟ ସଂଯୋଜକ। ପୁନେର ସିମ୍ବିଓସିସ୍ ସେଣ୍ଟର ଫର ମିଡିଆ ଆଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜରୁ ସେ ସ୍ନାତକ ଡିଗ୍ରୀ ଏବଂ ଇଂରାଜୀ ସାହିଦ୍ୟରେ ଏସ୍ଏନ୍ଡିଟି ମହିଳା ବିଶ୍ୱବିଦ୍ୟାଳୟ, ମୁମ୍ବାଇରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।