ଦୁଃସ୍ଥିତିରେ-ତାମିଲନାଡୁର-ସାମୁଦ୍ରିକ-ଗୁଳ୍ମ-ସଂଗ୍ରାହକ

Ramanathapuram district, Tamil Nadu

Nov 06, 2019

ଦୁଃସ୍ଥିତିରେ ତାମିଲନାଡୁର ସାମୁଦ୍ରିକ ଗୁଳ୍ମ ସଂଗ୍ରାହକ

ଏକ ଅସାମାନ୍ୟ କାର୍ଯ୍ୟ ସକାଶେ ତାମିଲନାଡୁ ଭାରତୀନଗରର ମତ୍ସ୍ୟଜୀବୀ ମହିଳାମାନେ ଡଙ୍ଗା ଅପେକ୍ଷା ଅଧିକ ସମୟ ସମୁଦ୍ର ପାଣିରେ ବିତାଇ ଥାଆନ୍ତି। କିନ୍ତୁ ଜଳବାୟୁ ପରିବର୍ତ୍ତନ ଏବଂ ସାମୁଦ୍ରିକ ସମ୍ବଳର ଅତ୍ୟଧିକ ଉପଯୋଗ ଯୋଗୁଁ ସେମାନଙ୍କ ଜୀବିକା ବିପନ୍ନ ହେବାରେ ଲାଗିଛି

Want to republish this article? Please write to [email protected] with a cc to [email protected]

Reporter

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।