ନନୋଇ-ବନ୍ୟା-ଜୁନ୍-୧୬-ତାରିଖର-ରାତି

Darrang, Assam

Jul 01, 2022

ନନୋଇ ବନ୍ୟା, ଜୁନ୍ ୧୬ ତାରିଖର ରାତି

ଆସାମର ଦରାଙ୍ଗ ଜିଲ୍ଲାରେ, ବ୍ରହ୍ମପୁତ୍ରର ଏକ ଉପନଦୀ ଏହାର କୂଳ ଖାଇ ଜନବସତି ଭିତରକୁ ପଶିଆସିଥିଲା, ଶସ୍ୟଶ୍ୟାମଳା ସବୁଜ କ୍ଷେତକୁ ବୁଡ଼ାଇ ଦେବା ସହ ମାଛ ଚାଷ କରାଯାଉଥିବା ପୋଖରୀକୁ ଶୂନ୍ୟ କରିଦେଇଥିଲା

Want to republish this article? Please write to [email protected] with a cc to [email protected]

Author

Wahidur Rahman

ୱାହିଦୁର ରହମନ୍ ଆସାମର ଗୌହାଟିର ଜଣେ ସ୍ୱାଧୀନ ରିପୋର୍ଟର୍।

Author

Pankaj Das

ପଙ୍କଜ ଦାସ ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଆସାମ ଭାଷାର ଜଣେ ଅନୁବାଦ ସମ୍ପାଦକ। ସେ ଗୌହାଟିର ବାସିନ୍ଦା, ସେ ମଧ୍ୟ ଜଣେ ଦକ୍ଷ ଅନୁବାଦକ ଯେ କି ୟୁନିସେଫ୍ ସହିତ କାର୍ଯ୍ୟ କରନ୍ତି। ସେ idiomabridge.blogspot.comରେ ଶବ୍ଦଚାତୁରୀରେ ପ୍ରଦର୍ଶନ କରିବାକୁ ଭଲପାଆନ୍ତି।

Photographs

Pankaj Das

ପଙ୍କଜ ଦାସ ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଆସାମ ଭାଷାର ଜଣେ ଅନୁବାଦ ସମ୍ପାଦକ। ସେ ଗୌହାଟିର ବାସିନ୍ଦା, ସେ ମଧ୍ୟ ଜଣେ ଦକ୍ଷ ଅନୁବାଦକ ଯେ କି ୟୁନିସେଫ୍ ସହିତ କାର୍ଯ୍ୟ କରନ୍ତି। ସେ idiomabridge.blogspot.comରେ ଶବ୍ଦଚାତୁରୀରେ ପ୍ରଦର୍ଶନ କରିବାକୁ ଭଲପାଆନ୍ତି।

Editor

Priti David

ପ୍ରୀତି ଡେଭିଡ୍‌ ପରୀର କାର୍ଯ୍ୟନିର୍ବାହୀ ସମ୍ପାଦିକା। ସେ ଜଣେ ସାମ୍ବାଦିକା ଓ ଶିକ୍ଷୟିତ୍ରୀ, ସେ ପରୀର ଶିକ୍ଷା ବିଭାଗର ମୁଖ୍ୟ ଅଛନ୍ତି ଏବଂ ଗ୍ରାମୀଣ ପ୍ରସଙ୍ଗଗୁଡ଼ିକୁ ପାଠ୍ୟକ୍ରମ ଓ ଶ୍ରେଣୀଗୃହକୁ ଆଣିବା ଲାଗି ସ୍କୁଲ ଓ କଲେଜ ସହିତ କାର୍ଯ୍ୟ କରିଥାନ୍ତି ତଥା ଆମ ସମୟର ପ୍ରସଙ୍ଗଗୁଡ଼ିକର ଦସ୍ତାବିଜ ପ୍ରସ୍ତୁତ କରିବା ଲାଗି ଯୁବପିଢ଼ିଙ୍କ ସହ ମିଶି କାମ କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।