ନୂଆପଡ଼ାରେ-ଜଣେ-ଯୁବତୀଙ୍କ-ମୃତ୍ୟୁର-କାହାଣୀ

Nuapada, Odisha

Mar 18, 2022

ନୂଆପଡ଼ାରେ ଜଣେ ଯୁବତୀଙ୍କ ମୃତ୍ୟୁର କାହାଣୀ

ତୁଲସା ଶବରଙ୍କ ଆକସ୍ମିକ ମୃତ୍ୟୁ, ତାଙ୍କ ପରିବାରର ବଢୁଥିବା ଋଣଭାର ଏବଂ ଇଟାଭାଟିରେ କାମ କରିବା ପାଇଁ ଓଡ଼ିଶାରୁ ବିସ୍ଥାପନ, ଦେଶର ସର୍ବାଧିକ ଗରିବ ଜିଲ୍ଲାଗୁଡ଼ିକ ମଧ୍ୟରୁ ଗୋଟିଏରେ ବ୍ୟବସ୍ଥାଗତ ବିଫଳତାର କାହାଣୀ ବର୍ଣ୍ଣନା କରେ

Want to republish this article? Please write to [email protected] with a cc to [email protected]

Author

Purusottam Thakur

ପୁରୁଷୋତ୍ତମ ଠାକୁର ୨୦୧୫ ର ଜଣେ ପରି ଫେଲୋ । ସେ ଜଣେ ସାମ୍ବାଦିକ ଏବଂ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା । ସେ ବର୍ତ୍ତମାନ ଅଜିମ୍‌ ପ୍ରେମ୍‌ଜୀ ଫାଉଣ୍ଡେସନ ସହ କାମ କରୁଛନ୍ତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ କାହାଣୀ ଲେଖୁଛନ୍ତି ।

Author

Ajit Panda

ଅଜିତ ପଣ୍ଡା ଓଡ଼ିଶାର ଖଡ଼ିଆଳ ସହରରେ ରହନ୍ତି । ସେ ‘ଦି ପାଓନିୟର’ର ଭୁବନେଶ୍ୱର ସଂସ୍କରଣର ନୂଆପଡ଼ା ଜିଲ୍ଲା ସମ୍ବାଦଦାତା ଏବଂ ସ୍ଥାୟୀ କୃଷି, ଆଦିବାସୀମାନଙ୍କର ଜମି ଏବଂ ଜଙ୍ଗଲ ଉପରେ ଅଧିକାର, ଲୋକନୃତ୍ୟ ଏବଂ ଉତ୍ସବ ସଂପର୍କରେ ବିଭିନ୍ନ ପତ୍ରପତ୍ରିକାରେ ଲେଖିଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।