ପଶୁ-ବେଗମ-ଏବଂ-ବୁଲଡୋଜର

Bengaluru, Karnataka

Jun 29, 2022

ପଶୁ, ବେଗମ ଏବଂ ବୁଲଡୋଜର

‘ପଶୁ ଯେଉଁ ହୃତପିଣ୍ଡ ତାଡ଼ି ନେଲା, ସେହି ସ୍ଥାନରେ ଆଉ ଏକ ହୃତପିଣ୍ଡ କଅଁଳିଲା, ଏକ ନୂଆ ଫୁଲ, ଏକ ନୂଆ ଜୀବନ, ଏକ ନୂଆ ଦୁନିଆ’: ଦେଶ ବ୍ୟାପୀ ନିର୍ଦ୍ଦିଷ୍ଟ ଘର ଏବଂ ଅଟ୍ଟାଳିକାକୁ ଚୟନ କରି ଭାଙ୍ଗିବା ଦ୍ୱାରା ଅନୁପ୍ରାଣିତ ଏକ କବିତା

Poem and Text

Gokul G.K.

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Poem and Text

Gokul G.K.

ଗୋକୁଳ ଜି.କେ. ହେଉଛନ୍ତି କେରଳର ତିରୁବନ୍ତପୁରମ୍‌ରେ ରହୁଥିବା ଜଣେ ମୁକ୍ତବୃତ୍ତି ସାମ୍ବାଦିକ।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।