ପାଣି-ପିଇବାକୁ-ସାହସ-କଲା-ଯେଉଁ-ବାଳକ

Sep 08, 2022

ପାଣି ପିଇବାକୁ ସାହସ କଲା ଯେଉଁ ବାଳକ!

ଶିକ୍ଷକଙ୍କ ଦ୍ଵାରା ଦଣ୍ଡିତ ହୋଇ ଇନ୍ଦ୍ର କୁମାର ମେଘୱାଲଙ୍କ ମୃତ୍ୟୁ ପରିପ୍ରକ୍ଷୀରେ ଯେଉଁ ଜାତିଭେଦ ଯୋଗୁଁ ଯୁଗ ଯୁଗ ଧରି ଅଧିକାଂଶ ମଣିଷ ଅନ୍ୟାୟ ଓ ଲାଞ୍ଛନାର ଶିକାର ହୋଇ ଚାଲିଛନ୍ତି, ସେଥିପ୍ରତି ଜଣେ କବିଙ୍କ କଲମରୁ ନିଃସୃତ ଶାଣିତ ଭାବାବେଗ

Want to republish this article? Please write to [email protected] with a cc to [email protected]

Author

Joshua Bodhinetra

ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆ (ପରୀ) ରେ ଭାରତୀୟ ଭାଷା କାର୍ଯ୍ୟକ୍ରମ, ପରୀଭାଷାର ବିଷୟବସ୍ତୁ ପରିଚାଳକ ଜୋଶୁଆ ବୋଧିନେତ୍ର। ସେ କୋଲକାତାର ଯାଦବପୁର ବିଶ୍ୱବିଦ୍ୟାଳୟରୁ ତୁଳନାତ୍ମକ ସାହିତ୍ୟରେ ଏମଫିଲ କରିଛନ୍ତି ଏବଂ ଜଣେ ବହୁଭାଷୀ କବି, ଅନୁବାଦକ, କଳା ସମାଲୋଚକ ଏବଂ ସାମାଜିକ କର୍ମୀ ଅଟନ୍ତି।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Editor

Pratishtha Pandya

ପ୍ରତିଷ୍ଠା ପାଣ୍ଡ୍ୟା ପରୀରେ କାର୍ଯ୍ୟରତ ଜଣେ ବରିଷ୍ଠ ସମ୍ପାଦିକା ଯେଉଁଠି ସେ ପରୀର ସୃଜନଶୀଳ ଲେଖା ବିଭାଗର ନେତୃତ୍ୱ ନେଇଥାନ୍ତି। ସେ ମଧ୍ୟ ପରୀ ଭାଷା ଦଳର ଜଣେ ସଦସ୍ୟ ଏବଂ ଗୁଜରାଟୀ ଭାଷାରେ କାହାଣୀ ଅନୁବାଦ କରିଥାନ୍ତି ଓ ଲେଖିଥାନ୍ତି। ସେ ଜଣେ କବି ଏବଂ ଗୁଜରାଟୀ ଓ ଇଂରାଜୀ ଭାଷାରେ ତାଙ୍କର କବିତା ପ୍ରକାଶ ପାଇଛି।

Translator

Kapilas Bhuyan

କପିଳାସ ଭୂୟାଁ ହେଉଛନ୍ତି ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ ଓ ୨୦୦୬ରେ ଜାତୀୟ ଚଳଚିତ୍ର ପୁରସ୍କାର ରଜତ କମଳ ପ୍ରାପ୍ତ ନିର୍ଦ୍ଦେଶକ। ଏହା ବ୍ୟତୀତ ସେ ୨୦୦୪ରେ ଫେଷ୍ଟିଭାଲ ଡୁ ସିନେମା ଡେ ପ୍ୟାରିସଠାରେ ଶ୍ରେଷ୍ଠ କ୍ଷୁଦ୍ର ଚଳଚିତ୍ର ପୁରସ୍କାର ଓ ନ୍ୟୁୟର୍କ ସର୍ଟ ଫିଲ୍ମ ଫେଷ୍ଟିଭାଲରେ ଜୁରୀଙ୍କ ସ୍ୱତନ୍ତ୍ର ଉଲ୍ଲେଖ ପାଇଛନ୍ତି।