ପୋଡାମାଟି

Bankura, West Bengal

Nov 26, 2019

ପୋଡାମାଟି

ଏହି ଫିଲ୍ମରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ପଞ୍ଚମୁରା ଗ୍ରାମର ତୃତୀୟ ପିଢିର କୁମ୍ଭାର ବୁଦ୍ଧଦେବ କୁମ୍ଭକାର ତାଙ୍କ କାମ ଓ ଜୀବନ ବିଷୟରେ କହିଛନ୍ତି ।

Want to republish this article? Please write to [email protected] with a cc to [email protected]

Author

Kavita Carneiro

କବିତା କାର୍ଣ୍ଣେରିଓ ପୁଣେର ଜଣେ ନିରପେକ୍ଷ ଚଳଚ୍ଚିତ୍ର ନିର୍ମାତା ଏବଂ ସେ ଗତ ଏକ ଦଶନ୍ଧି ଧରି ସାମାଜିକ ପ୍ରଭାବ ସୃଷ୍ଟିକାରୀ ଚଳଚ୍ଚିତ୍ର ନିର୍ମାଣ କରିଆସୁଛନ୍ତି । ତାଙ୍କର ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ଜାଫର ଓ ଟୁଡୁ ଶୀର୍ଷକ ଫିଚର-ସଦୃଶ ଦୀର୍ଘ ଏକ ପ୍ରମାଣିକ ଚଳଚ୍ଚିତ୍ର ରହିଛି ଯାହା ରଗବୀ ଖେଳାଳୀଙ୍କୁ ନେଇ ପ୍ରସ୍ତୁତ । ସେ ପ୍ରସ୍ତୁତ କରିଥିବା ସଦ୍ୟତମ ଚଳଚ୍ଚିତ୍ର ହେଉଛି କାଳେଶ୍ୱରମ ଯାହାକି ବିଶ୍ୱର ସବୁଠୁ ବଡ଼ ଉଠା ଜଳସେଚନ ପ୍ରକଳ୍ପ ଉପରେ କେନ୍ଦ୍ରିତ ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।