ପୋଲୋ-ବାଡି-ତିଆରି-କରିବାର-ଶହେ-ବର୍ଷ

Jaipur, Rajasthan

Apr 15, 2023

ପୋଲୋ ବାଡି ତିଆରି କରିବାର ଶହେ ବର୍ଷ

ଜୟପୁରରେ ଅଶୋକ ଶର୍ମା ଏବଂ ତାଙ୍କର ପରିବାର ହର୍ସବ୍ୟାକ୍ ପୋଲୋ ବା ଘୋଡା ପିଠିରେ ବସି ଖେଳାଯାଉଥିବା ପୋଲୋରେ ବ୍ୟବହାର ହେଉଥିବା ବାଡ଼ି ତିଆରି କରନ୍ତି। ସେମାନେ ଏଭଳି ବାଡି ପ୍ରସ୍ତୁତ କରନ୍ତି ଯେଉଁଥିରେ ସନ୍ତୁଳନ, ନମନୀୟତା, ଶକ୍ତି ଏବଂ ହାଲକାପଣ ରହିଥିବା ଆବଶ୍ୟକ

Editor

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Reporter

Shruti Sharma

ଶ୍ରୁତି ଶର୍ମା ଜଣେ ଏମଏମଏଫ୍ ପରୀ ବ୍ୟକ୍ତିତ୍ୱ (୨୦୨୨-୨୦୨୩)। ସେ କୋଲକାତାର ସେଣ୍ଟର ଫର୍ ଷ୍ଟଡିଜ୍ ଇନ୍ ସୋସିଆଲ୍ ସାଇନ୍ସରେ ଭାରତରେ କ୍ରୀଡା ସାମଗ୍ରୀ ନିର୍ମାଣର ସାମାଜିକ ଇତିହାସ ସଂପର୍କରେ ପିଏଚଡି କରିବା ଦିଗରେ କାମ କରୁଛନ୍ତି।

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।