ପ୍ରତିବାଦ-ଶୋଭାଯାତ୍ରା-ମାଧ୍ୟମରେ-ସରକାରଙ୍କୁ-ଚେତାବନୀ-ଦେଲେ-ମହାରାଷ୍ଟ୍ର-ଚାଷୀ

Ahmednagar, Maharashtra

Apr 27, 2023

ପ୍ରତିବାଦ ଶୋଭାଯାତ୍ରା ମାଧ୍ୟମରେ ସରକାରଙ୍କୁ ଚେତାବନୀ ଦେଲେ ମହାରାଷ୍ଟ୍ର ଚାଷୀ

ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ ଲାଗି ଆଉ ଅପେକ୍ଷା କରିବାକୁ ପ୍ରସ୍ତୁତ ନଥିବା ହଜାର ହଜାର ଚାଷୀ ଅହମ୍ମଦନଗର ଜିଲ୍ଲାର ଅକୋଲେଠାରୁ ଲୋନି ପର୍ଯ୍ୟନ୍ତ ତିନି ଦିନିଆ ଶୋଭାଯାତ୍ରାରେ ଏକତ୍ରିତ ହୋଇଛନ୍ତି

Editor

PARI Team

Translator

OdishaLIVE

Photos and Video

P. Sainath

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Photos and Video

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Editor

PARI Team

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।