ପ୍ରବାସୀଙ୍କ-ପ୍ରାଣରେ-ଲୁହା

Aurangabad, Maharashtra

Jul 22, 2020

ପ୍ରବାସୀଙ୍କ ପ୍ରାଣରେ ଲୁହା

ମେ ୮ ତାରିଖ ମହାରାଷ୍ଟ୍ରର ଔରଙ୍ଗାବାଦ ନିକଟରେ ୧୬ ଜଣ ପ୍ରବାସୀ ଶ୍ରମିକଙ୍କ ଉପରେ ଟ୍ରେନ ଚଢ଼ିଯିବାରୁ ପ୍ରାଣ ହରାଇବାର ମର୍ମନ୍ତୁଦ ଘଟଣା ଆଜି ବି ଆମକୁ ବିଚଳିତ କରୁଛି। ଏହି ଗତିଶୀଳ କବିତା ଏବଂ ସମ୍ମୋହକ ଚିତ୍ର ଆମକୁ ସେହି ଭୟାନକ ଘଟଣା ବିଷୟରେ ସ୍ମରଣ କରାଇ ଦେଉଛି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Gokul G.K.

ଗୋକୁଳ ଜି.କେ. ହେଉଛନ୍ତି କେରଳର ତିରୁବନ୍ତପୁରମ୍‌ରେ ରହୁଥିବା ଜଣେ ମୁକ୍ତବୃତ୍ତି ସାମ୍ବାଦିକ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।