ପ୍ରବାସୀ-ଶ୍ରମିକଙ୍କ-ପିଲାମାନେ-ବିଦ୍ୟାଳୟ-ଶିକ୍ଷାରୁ-ବଞ୍ଚିତ

Kolhapur, Maharashtra

May 31, 2023

ପ୍ରବାସୀ ଶ୍ରମିକଙ୍କ ପିଲାମାନେ ବିଦ୍ୟାଳୟ ଶିକ୍ଷାରୁ ବଞ୍ଚିତ

ଯଦି ଆପଣ ଜଣେ ସ୍କୁଲରେ ପଢ଼ୁଥିବା ପିଲା ହୋଇଥାନ୍ତି ଏବଂ କାମ ସନ୍ଧାନରେ ଯାଉଥିବା ଆପଣଙ୍କ ମାତାପିତାଙ୍କ ସହିତ ଯଦି ଆପଣଙ୍କୁ ଅନ୍ୟତ୍ର ପ୍ରବାସ କରିବାକୁ ପଡ଼ୁଥାଏ, ତା’ହେଲେ ଆପଣଙ୍କ ପାଠପଢ଼ା ବନ୍ଦ ହେବାଟା ଥୟ... ବେଳେବେଳେ ସ୍ଥାୟୀ ଭାବେ ମଧ୍ୟ ପାଠପଢ଼ା ବନ୍ଦ ହୋଇଯାଏ

Want to republish this article? Please write to [email protected] with a cc to [email protected]

Author

Jyoti

ଜ୍ୟୋତି ପିପୁଲ୍‌ସ ଆର୍କାଇଭ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ସାମ୍ବାଦିକ ଏବଂ ପୂର୍ବରୁ ସେ ‘ମି ମରାଠୀ’ ଏବଂ ‘ମହାରାଷ୍ଟ୍ର1’ ଭଳି ନ୍ୟୁଜ୍‌ ଚ୍ୟାନେଲରେ କାମ କରିଛନ୍ତି ।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editors

Dipanjali Singh

ଦୀପାଞ୍ଜଳି ସିଂ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ସହାୟକ ସମ୍ପାଦିକା। ସେ ପରୀ ଲାଇବ୍ରେରୀ ପାଇଁ ଗବେଷଣା କରିବା ସହିତ ଦସ୍ତାବିଜ ପ୍ରସ୍ତୁତ କରିଥାନ୍ତି।

Editors

Vishaka George

ବିଶାଖା ଜର୍ଜ ପରୀର ଜଣେ ବରିଷ୍ଠ ସମ୍ପାଦିକା। ସେ ଜୀବନଜୀବିକା ଓ ପରିବେଶ ପ୍ରସଙ୍ଗରେ ରିପୋର୍ଟ ଲେଖିଥାନ୍ତି। ବିଶାଖା ପରୀର ସାମାଜିକ ଗଣମାଧ୍ୟମ ପରିଚାଳନା ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି ଏବଂ ପରୀର କାହାଣୀଗୁଡ଼ିକୁ ଶ୍ରେଣୀଗୃହକୁ ଆଣିବା ଲାଗି ସେ ପରୀ ଏଜୁକେସନ ଟିମ୍‌ ସହିତ କାର୍ଯ୍ୟ କରିଥାନ୍ତି ଏବଂ ନିଜ ଆଖପାଖର ପ୍ରସଙ୍ଗ ବିଷୟରେ ଲେଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରନ୍ତି।

Video Editor

Sinchita Parbat

ସିଞ୍ଚିତା ପର୍ବତ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ଜଣେ ବରିଷ୍ଠ ଭିଡିଓ ସମ୍ପାଦିକା ଏବଂ ଜଣେ ମୁକ୍ତବୃତ୍ତିର ଫଟୋଗ୍ରାଫର ଓ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାତା। ପୂର୍ବରୁ ସିଞ୍ଚିତା ମାଜୀ ନାମରେ ତାଙ୍କର କାହାଣୀଗୁଡ଼ିକ ପ୍ରକାଶ ପାଇଛି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।