ବଙ୍ଗଳାରେ-ନିଜ-ଅଧିକାର-ଫେରି-ପାଇବାକୁ-ଗୋଡ଼-କାଢ଼ିଲେ-ମହିଳା

Kolkata, West Bengal

Mar 13, 2021

ବଙ୍ଗଳାରେ, ନିଜ ଅଧିକାର ଫେରି ପାଇବାକୁ ଗୋଡ଼ କାଢ଼ିଲେ ମହିଳା

ଜାନୁଆରୀ ୧୮ ତାରିଖ, ମହିଳା କିଷାନ ଦିବସ ପାଳନ ଅବସରରେ, ନୂତନ କୃଷି ଆଇନଗୁଡ଼ିକ ବିରୋଧରେ ପ୍ରତିବାଦ ଏବଂ ଅନ୍ୟାନ୍ୟ ସମସ୍ୟା ସଂପର୍କରେ ସ୍ୱର ଉଠାଇବା ସକାଶେ, ପଶ୍ଚିମବଙ୍ଗର ବିଭିନ୍ନ ଗାଁରୁ ମହିଳା କୃଷକ ଓ କୃଷି ଶ୍ରମିକମାନେ କୋଲକାତାକୁ ଆସିଥିଲେ

Illustration

Labani Jangi

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Illustration

Labani Jangi

ଲାବଣୀ ଜାଙ୍ଗୀ ୨୦୨୦ର ଜଣେ ପରୀ ଫେଲୋ ଏବଂ ପଶ୍ଚିମବଙ୍ଗ ନଦିଆରେ ରହୁଥିବା ଜଣେ ସ୍ୱ-ପ୍ରଶିକ୍ଷିତ ଚିତ୍ରକର। ସେ କୋଲକାତାସ୍ଥିତ ସେଣ୍ଟର ଫର ଷ୍ଟଡିଜ୍‌ ଇନ୍‌ ସୋସିଆଲ ସାଇନ୍ସେସ୍‌ରେ ଶ୍ରମିକ ପ୍ରବାସ ଉପରେ ପିଏଚଡି କରୁଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।