ବଞ୍ଚିବା-ପାଇଁ-ଅମ୍ରେଲିର-ମତ୍ସ୍ୟଜୀବୀଙ୍କ-ସଂଘର୍ଷ

Amreli, Gujarat

Jan 06, 2023

ବଞ୍ଚିବା ପାଇଁ ଅମ୍ରେଲିର ମତ୍ସ୍ୟଜୀବୀଙ୍କ ସଂଘର୍ଷ

ଗୁଜରାଟର ଏହି ଉପକୂଳ ଜିଲ୍ଲାରେ ଲକ୍ଷାଧିକ ମତ୍ସ୍ୟଜୀବୀ ଅତ୍ୟନ୍ତ ପ୍ରତିକୂଳ ପରିସ୍ଥିତିରେ କାମ କରିବା ଲାଗି ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି। ଦୀର୍ଘ ସମୟ ଧରି ଜରୁରି ସ୍ଵାସ୍ଥ୍ୟ ସେବାର ପ୍ରତିଶ୍ରୁତି ସେମାନଙ୍କ ପାଇଁ ଦିବାସ୍ଵପ୍ନ ପାଲଟିଛି

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Sangeeta Menon

ସଙ୍ଗୀତା ମେନନ ମୁମ୍ବାଇରେ ଅବସ୍ଥାପିତ ଜଣେ ଲେଖିକା, ସମ୍ପାଦିକା ଓ ସଞ୍ଚାର ପରାମର୍ଶଦାତା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।