ବର୍ଷା-ହେଲେ-ଦୁଃଖ-ମାଡ଼ି-ଆସେ

Yavatmal, Maharashtra

Oct 04, 2022

ବର୍ଷା ହେଲେ ଦୁଃଖ ମାଡ଼ି ଆସେ

ଦୀର୍ଘ ଦିନ ଧରି ମରୁଡ଼ି ସ୍ଥିତି ଜାରି ରହିବା ପରେ ଅତିପ୍ରବଳ ବର୍ଷା ଯୋଗୁଁ ଖରିଫ ଫସଲ ନଷ୍ଟ ହୋଇଯାଇଛି। ଏଥିଯୋଗୁଁ ମହାରାଷ୍ଟ୍ର ବିଦର୍ଭ ଅଞ୍ଚଳର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନେ ଗମ୍ଭୀର ସଙ୍କଟ ମଧ୍ୟକୁ ଠେଲି ହୋଇଯାଇଛନ୍ତି, ଆଗାମୀ ମାସଗୁଡ଼ିକରେ ସେମାନଙ୍କ ପାଇଁ ସ୍ଥିତି ଆହୁରି ଗମ୍ଭୀର ହୋଇଯିବ

Want to republish this article? Please write to [email protected] with a cc to [email protected]

Author

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Editor

Sangeeta Menon

ସଙ୍ଗୀତା ମେନନ ମୁମ୍ବାଇରେ ଅବସ୍ଥାପିତ ଜଣେ ଲେଖିକା, ସମ୍ପାଦିକା ଓ ସଞ୍ଚାର ପରାମର୍ଶଦାତା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।