ବାରାକପୁରର-ଶଙ୍ଖ-କାରୀଗରମାନେ

North 24 Parganas, West Bengal

May 13, 2023

ବାରାକପୁରର ଶଙ୍ଖ କାରୀଗରମାନେ

କୋଲକାତାର ଉତ୍ତର ଦିଗରେ ଅବସ୍ଥିତ ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ, କାରୀଗରମାନଙ୍କର ଏକ ଗୋଷ୍ଠୀ ଅଛି ଯେଉଁମାନେ ଶଙ୍ଖର ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ଚୂଡ଼ି ଏବଂ ଶଙ୍ଖା ତିଆରି କରନ୍ତି

Want to republish this article? Please write to [email protected] with a cc to [email protected]

Student Reporter

Anish Chakraborty

ଅନିଶ୍ ଚକ୍ରବର୍ତ୍ତୀ କୋଲକାତା ବିଶ୍ୱବିଦ୍ୟାଳୟ, କଲେଜ ଷ୍ଟ୍ରିଟ୍ କ୍ୟାମ୍ପସର ଜଣେ ଛାତ୍ର। ସେ ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ଜଣେ ପୂର୍ବତନ ଇଣ୍ଟର୍ନ।

Editor

Archana Shukla

ଅର୍ଚ୍ଚନା ଶୁକ୍ଳା ପିପୁଲସ୍ ଆର୍କାଇଭ୍ ଅଫ୍ ରୁରାଲ୍ ଇଣ୍ଡିଆର ଜଣେ କଣ୍ଟେଣ୍ଟ ଏଡିଟର ଏବଂ ସେ ପ୍ରକାଶନ ଟିମ୍ ସହିତ କାର୍ଯ୍ୟ କରନ୍ତି ।

Editor

Smita Khator

ସ୍ମିତା ଖାଟୋର ହେଉଛନ୍ତି ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ୍‌ ଇଣ୍ଡିଆ (ପରୀ)ର ଭାରତୀୟ ଭାଷା କାର୍ଯ୍ୟକ୍ରମ ପରୀଭାଷାର ମୁଖ୍ୟ ଅନୁବାଦ ସମ୍ପାଦକ। ଅନୁବାଦ, ଭାଷା ଏବଂ ଅଭିଲେଖ ଆଦି ହେଉଛି ତାଙ୍କ କାର୍ଯ୍ୟ କ୍ଷେତ୍ର। ସେ ମହିଳାମାନଙ୍କ ସମସ୍ୟା ଏବଂ ଶ୍ରମ ସମ୍ପର୍କରେ ଲେଖନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।