ବିହାରର-ମହିଳା-ଡାକ୍ତର-କାମ-ଚାପ-ଓ-ଲୋକଙ୍କ-କ୍ରୋଧର-ଶିକାର

Kishanganj, Bihar

May 01, 2021

ବିହାରର ‘ମହିଳା’ ଡାକ୍ତର : କାମ ଚାପ ଓ ଲୋକଙ୍କ କ୍ରୋଧର ଶିକାର

ବିହାରର କିଷନଗଞ୍ଜ ଜିଲ୍ଲାରେ କାମ କରୁଥିବା କିଛି ସ୍ତ୍ରୀ ରୋଗ ବିଶେଷଜ୍ଞ ମହିଳା ଡାକ୍ତରଙ୍କ ପାଇଁ, ଦିନ ଲମ୍ବା ହୋଇଥାଏ, ଚିକିତ୍ସା ଯୋଗାଣ କମ୍ ହୋଇଥାଏ, ଏବଂ ଏକାଧିକ ଗର୍ଭଧାରଣ କରୁଥିବା ଓ ଗର୍ଭନିରୋଧକକୁ ନେଇ ଅନିଚ୍ଛା ପ୍ରକାଶ କରୁଥିବା ରୋଗୀଙ୍କୁ ସେବା ଯୋଗାଇବା କଷ୍ଟକର ହୋଇଥାଏ।

Illustration

Priyanka Borar

Translator

OdishaLIVE

Editor and Series Editor

Sharmila Joshi

Want to republish this article? Please write to [email protected] with a cc to [email protected]

Author

Anubha Bhonsle

ଅନୁଭା ଭୋଁସଲେ୨୦୧୫ର ଜଣେ ପରୀ ଫେଲୋ, ସ୍ୱାଧୀନ ସାମ୍ବାଦିକ ଏବଂ ଆଇସିଏଫ୍‌ଜେ ନାଇଟ୍‌ ଫେଲୋ, ଏବଂ ମଣିପୁରର ଅଶାନ୍ତ ଇତିହାସ ଏବଂ ସଶସ୍ତ୍ର ସେନାବାହିନୀର ବିଶେଷ କ୍ଷମତା ଆଇନର ପ୍ରଭାବ ଉପରେ ଲିଖିତ ‘‘ ମଦର୍ ହ୍ୱେୟାର୍ ଇଜ୍ ମାଇଁ କଣ୍ଟ୍ରିର ପ୍ରଣେତା।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor and Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ