ଭଣ୍ଡାରାର-ବଳମ୍ବିତ-ବର୍ଷା-ଚାଷୀଙ୍କ-ପାଇଁ-ଦୁର୍ଦ୍ଦଶା

Bhandara, Maharashtra

Oct 29, 2019

ଭଣ୍ଡାରାର ବଳମ୍ବିତ ବର୍ଷା, ଚାଷୀଙ୍କ ପାଇଁ ଦୁର୍ଦ୍ଦଶା

ବିଦର୍ଭର ଏହି ଜିଲ୍ଲାରେ, ଯେଉଁଠାରେ ଆଜି ପର୍ଯ୍ୟନ୍ତ ବିଭିନ୍ନ ଉତ୍ସରୁ ପ୍ରଚୁର ପରିମାଣର ଜଳ ଉପଲବ୍ଧ ହେଉଥିଲା, ସେଠାରେ ଆଜି ନୂତନ ଶୈଳୀରେ ବୃଷ୍ଟିପାତ ହେଉଥିବା ଦେଖାଯାଉଛି । ବର୍ତ୍ତମାନ ‘ଜଳବାୟୁ ହଟ୍‌ସ୍ପଟ୍‌’ ଭାବେ ଏହା ପରିଗଣିତ ହେଉଥିବା ବେଳେ ଏହି ପରିବର୍ତ୍ତନ ଯୋଗୁଁ ଭଣ୍ଡାରାର ଧାନ ଚାଷୀମାନେ ଅନିଶ୍ଚିତତା ମଧ୍ୟରେ କାଳାତିପାତ କରିବା ସହିତ ସେମାନଙ୍କୁ ଚାଷରେ କ୍ଷତି ସହିବାକୁ ପଡୁଛି

Want to republish this article? Please write to [email protected] with a cc to [email protected]

Reporter

Jaideep Hardikar

ଜୟଦୀପ ହାର୍ଦିକର୍‌ ନାଗପୁରର ଜଣେ ସାମ୍ବାଦିକ ଏବଂ ଲେଖକ, ଏବଂ PARIର ଜଣେ କୋର୍‌ ଟିମ୍‌ ସଦସ୍ୟ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ