ଭାତେରିଙ୍କ-ପାକୁଆ-ପାଟିର-ହସ-ଛଡେଇ-ନେଇ-ପାରିନି-ଜାତି

Mumbai, Maharashtra

Sep 08, 2018

ଭାତେରିଙ୍କ ପାକୁଆ ପାଟିର ହସ ଛଡେଇ ନେଇ ପାରିନି ଜାତି

ଜୀବନବ୍ୟାପୀ ମନୁଷ୍ୟତାବିହୀନ ପରିଶ୍ରମ, ଜାତିଗତ ଉତ୍ପୀଡନ ଓ ପାରିବାରିକ ଦୁଃଖ ପରେ ବି ରୋହତକ୍ରୁ ଆସି ମୁମ୍ବାଇରେ ରହୁଥିବା ୯୦ ବର୍ଷ ବୟସ୍କା ଭାତେରୀ ଦେବୀଙ୍କ ମନ ତିକ୍ତ ହୋଇନାହିଁ। ସେ ଏବେ ବି ସ୍ୱାଧୀନ ଓ ସୁଖୀ ଅଛନ୍ତି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Bhasha Singh

ଲେଖକ ପରିଚୟ: ଭାଷା ସିଂହ ଜଣେ ସ୍ୱାଧୀନ ସାମ୍ବାଦିକ , ଲେଖକ ଏବଂ ୨୦୦୭ ପରି ବ୍ୟକ୍ତିତ୍ୱ। ହାତରେ ମଇଳା ସଫାକୁ ନେଇ ହିନ୍ଦିରେ ଲିଖିତ ତାଙ୍କର ପୁସ୍ତକ ‘ଅଦୃଶ୍ୟ ଭାରତ’ ୨୦୧୨ ମସିହାରେ ପ୍ରକାଶିତ ହୋଇଥିଲା। ୨୦୧୪ରେ ପେଙ୍ଗୁଇନ୍ ଦ୍ୱାରା ଏହାର ଇଂରାଜୀ ଅନୁବାଦ ‘ଅନସିନ୍’ ପ୍ରକାଶ ପାଇଥିଲା। ତାଙ୍କ ସାମ୍ବାଦିକତା ଉତ୍ତର ଭାରତରେ କୃଷକମାନଙ୍କ ଦୂରବସ୍ଥା ଏ ନ୍ୟୁକ୍ଲିୟର୍ ପ୍ଲାଣ୍ଟର ରାଜନୈତିକ ଓ ଭୂ-ବାସ୍ତବିକତା ଏବଂ ଦଳିତ, ଲିଙ୍ଗଗତ ଓ ସଂଖ୍ୟାଲଘୁ ଅଧିକାର ଉପରେ ପର୍ଯ୍ୟବେସିତ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।