ମଧ୍ୟପ୍ରଦେଶରେ-ରାସନ-କାର୍ଡ-ପଛରେ-ଦୌଡ଼ିବା-ଏକ-ଗୋଲକ-ଧନ୍ଦା

Umaria, Madhya Pradesh

Sep 30, 2020

ମଧ୍ୟପ୍ରଦେଶରେ ରାସନ କାର୍ଡ ପଛରେ ଦୌଡ଼ିବା ଏକ ଗୋଲକ ଧନ୍ଦା

ଉମରିଆ ଜିଲ୍ଲାର ଦଶରଥ ସିଂହ ଜଣେ କୃଷକ ଓ ଶ୍ରମିକ।ବାରମ୍ବାର ଉଦ୍ୟମ ଓ ବ୍ୟୟ କରିବା ସତ୍ତ୍ୱେ ସେ ଗୋଟିଏ ରାସନ କାର୍ଡ ହାସଲ କରିବାକୁ ଅସମର୍ଥ । ସେ ମଧ୍ୟପ୍ରଦେଶର ଅସଂଖ୍ୟ ବିପିଏଲ୍‌ ପରିବାର ମଧ୍ୟରୁ ଅନ୍ୟତମ ଯେଉଁମାନେ କି ଫର୍ମ ଏବଂ କାର୍ଯ୍ୟାଳୟର ଅଡୁଆ ସୂତାରେ ଛନ୍ଦି ହୋଇଯାଇଛନ୍ତି

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Akanksha Kumar

ଆକାଂକ୍ଷା କୁମାର ହେଉଛନ୍ତି ଦିଲ୍ଲୀରେ ବିବିଧ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ। ମାନବାଧିକାର, ଗ୍ରାମାଞ୍ଚଳର ହାଲଚାଲ୍, ସଂଖ୍ୟାଲଘୁଭିତ୍ତିକ ସମସ୍ୟାଗୁଡ଼ିକ ଲିଙ୍ଗ ଭେଦ ଏବଂ ସରକାରୀ ଯୋଜନାର ପ୍ରଭାବ କ୍ଷେତ୍ରରେ ବିଶେଷ ଆଗ୍ରହ ରଖନ୍ତି। ସେ 2022 ମସିହାରେ ମାନବାଧିକାରୀ ଏବଂ ଧାର୍ମିକ ସ୍ୱାଧୀନତା ସାମ୍ବାଦିକତା ପୁରସ୍କାର ଲାଭ କରିଛନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।