ମହାନଦୀ-ଶଯ୍ୟାରେ-ଚାଷ

Mahasamund, Chhattisgarh

May 01, 2023

ମହାନଦୀ ଶଯ୍ୟାରେ ଚାଷ

ଛତିଶଗଡ଼ର ମହାସମନ୍ଦ ଜିଲ୍ଲାରେ ଚାଷକାମ ପାଇଁ ନଦୀଶଯ୍ୟାର ଉପଯୋଗ କରାଯାଏ । ପାରାଗାଓଁ ଓ ଘୋଡ଼ାରି ଗାଁର ଚାଷୀମାନେ ନଦୀଶଯ୍ୟାର ଏହି ବାଲୁକାମୟ ଅଂଶକୁ ନିଜ ନିଜ ଭିତରେ ବାଣ୍ଟି ନେଇଛନ୍ତି ଏବଂ ସେଥିରେ ସେମାନେ ଡିସେମ୍ବରରୁ ମେ ମାସ ଯାଏଁ ଚାଷ କରନ୍ତି

Student Reporter

Prajjwal Thakur

Editor

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Student Reporter

Prajjwal Thakur

ପ୍ରଜ୍ଜ୍ୱଳ ଠାକୁର ଅଜୀମ ପ୍ରେମଜୀ ବିଶ୍ୱବିଦ୍ୟାଳୟରେ ସ୍ନାତକ ଛାତ୍ର ଅଟନ୍ତି।

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।