ମହିଳା-ମାଛ-କଟାଳିଙ୍କ-ଭାଗ୍ୟ-ଅନ୍ଧାର

Cuddalore, Tamil Nadu

Feb 13, 2023

ମହିଳା ମାଛ କଟାଳିଙ୍କ ଭାଗ୍ୟ ଅନ୍ଧାର

ତାମିଲନାଡ଼ୁର କଡ଼ଲୁରରେ କଲାଙ୍କ ଭଳି ମହିଳା ମାଛ କଟାଳୀମାନେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରୁଥିବା ସତ୍ତ୍ୱେ ବ୍ୟାପକ ସାମୁଦ୍ରିକ ବିକାଶ ନୀତି ଯୋଗୁଁ ସେମାନେ ଅବହେଳିତ ହୋଇ ପଡ଼ିଛନ୍ତି

Author

Nitya Rao

Photographs

M. Palani Kumar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Nitya Rao

ନିତ୍ୟା ରାଓ ଇଂଲଣ୍ଡର ନରୱିଚ୍ ସ୍ଥିତ ୟୁନିଭର୍ସିଟି ଅଫ୍ ଇଷ୍ଟ ଆଙ୍ଗ୍ଲିଆରେ ଲିଙ୍ଗ ଓ ବିକାଶ ବିଭାଗର ପ୍ରାଧ୍ୟାପିକା ଅଛନ୍ତି। ମହିଳା ଅଧିକାର, ନିଯୁକ୍ତି ଏବଂ ଶିକ୍ଷା କ୍ଷେତ୍ରରେ ଜଣେ ଗବେଷିକା, ଶିକ୍ଷୟିତ୍ରୀ ଓ କର୍ମୀ ଭାବେ ସେ ତିନି ଦଶନ୍ଧି ଧରି ବ୍ୟାପକ ଭାବେ କାମ କରିଆସିଛନ୍ତି।

Editor

Urvashi Sarkar

ଉର୍ବଶୀ ସରକାର ହେଉଛନ୍ତି ଜଣେ ସ୍ୱାଧୀନ ସମ୍ବାଦିକା ଓ ୨୦୧୬ ପରୀ ଫେଲୋ

Photographs

M. Palani Kumar

ଏମ୍‌. ପାଲାନି କୁମାର ‘ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ’ର ଷ୍ଟାଫ୍‌ ଫଟୋଗ୍ରାଫର । ସେ ଅବହେଳିତ ଓ ଦରିଦ୍ର କର୍ମଜୀବୀ ମହିଳାଙ୍କ ଜୀବନୀକୁ ନେଇ ଆଲେଖ୍ୟ ପ୍ରସ୍ତୁତ କରିବାରେ ରୁଚି ରଖନ୍ତି। ପାଲାନି ୨୦୨୧ରେ ଆମ୍ପ୍ଲିଫାଇ ଗ୍ରାଣ୍ଟ ଏବଂ ୨୦୨୦ରେ ସମ୍ୟକ ଦୃଷ୍ଟି ଓ ଫଟୋ ସାଉଥ ଏସିଆ ଗ୍ରାଣ୍ଟ ପ୍ରାପ୍ତ କରିଥିଲେ। ସେ ପ୍ରଥମ ଦୟାନିତା ସିଂ - ପରୀ ଡକ୍ୟୁମେଣ୍ଟାରୀ ଫଟୋଗ୍ରାଫୀ ପୁରସ୍କାର ୨୦୨୨ ପାଇଥିଲେ। ପାଲାନୀ ହେଉଛନ୍ତି ‘କାକୁସ୍‌’(ଶୌଚାଳୟ), ତାମିଲ୍ ଭାଷାର ଏକ ପ୍ରାମାଣିକ ଚଳଚ୍ଚିତ୍ରର ସିନେମାଟୋଗ୍ରାଫର, ଯାହାକି ତାମିଲ୍‌ନାଡ଼ୁରେ ହାତରେ ମଇଳା ସଫା କରାଯିବାର ପ୍ରଥାକୁ ଲୋକଲୋଚନକୁ ଆଣିଥିଲା।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।