ମାଟି-ପାତ୍ରରୁ-ଭାସି-ଆସୁଥିବା-ସଙ୍ଗୀତର-ମୂର୍ଚ୍ଛନା

Erode, Tamil Nadu

Mar 30, 2019

ମାଟି ପାତ୍ରରୁ ଭାସି ଆସୁଥିବା ସଙ୍ଗୀତର ମୂର୍ଚ୍ଛନା

ତାମିଲନାଡୁର ଇରୋଡ ଜିଲ୍ଲାରେ ପଶୁଚରାଳୀ ସଂପ୍ରଦାୟର ଏକ ଘରେ ଅବ୍ୟବହୃତ ହୋଇ ପଡିଥିବା ଏକ ମାଟି ପାତ୍ରର ଏକ ନିଆରା ବ୍ୟବହାର ହେଉଛି । ଏହା କିଛି ପାରମ୍ପରିକ ବ୍ୟବହାର ନୁହେଁ ।

Want to republish this article? Please write to [email protected] with a cc to [email protected]

Author

Aparna Karthikeyan

ଅପର୍ଣ୍ଣା କାର୍ତ୍ତିକେୟନ ହେଉଛନ୍ତି ଜଣେ ସ୍ୱାଧୀନ ସାମ୍ବାଦିକା, ଲେଖିକା ଓ ପରୀର ବରିଷ୍ଠ ଫେଲୋ । ତାଙ୍କର ତଥ୍ୟ ଭିତ୍ତିକ ପୁସ୍ତକ ‘ନାଇନ୍‌ ରୁପିଜ୍‌ ଏ ଆୱାର୍‌’ରେ ସେ କ୍ରମଶଃ ଲୋପ ପାଇଯାଉଥିବା ଜୀବିକା ବିଷୟରେ ବର୍ଣ୍ଣନା କରିଛନ୍ତି । ସେ ପିଲାମାନଙ୍କ ପାଇଁ ପାଞ୍ଚଟି ପୁସ୍ତକ ରଚନା କରିଛନ୍ତି । ଅପର୍ଣ୍ଣା ତାଙ୍କର ପରିବାର ଓ କୁକୁରମାନଙ୍କ ସହିତ ଚେନ୍ନାଇରେ ବାସ କରନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।