ମିରଟର-ଚମଡ଼ା-କାରିଗର-ସଂଘର୍ଷ-ଅବ୍ୟାହତ

Meerut, Uttar Pradesh

May 22, 2023

ମିରଟର ଚମଡ଼ା କାରିଗର: ସଂଘର୍ଷ ଅବ୍ୟାହତ

ଭାରତରେ ଯଦି ଆପଣ କେବେ ଲେଦର୍ ବଲ୍‌ରେ କ୍ରିକେଟ ଖେଳିଛନ୍ତି, ତେବେ ସେହି ବଲ୍‌ରେ ବ୍ୟବହୃତ ଚମଡ଼ା ମିରଟର ଶୋଭାପୁରର ଟ୍ୟାନେରୀ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବାର ସମ୍ଭାବନା ଅଧିକ। କଞ୍ଚା ଛାଲକୁ ବିଭିନ୍ନ ପ୍ରକ୍ରିୟାରେ ପ୍ରସ୍ତୁତ କରନ୍ତି ସେଠାକାର ଦକ୍ଷ କାରିଗରମାନେ। ସାଂପ୍ରଦାୟିକ ଉତ୍ତେଜନା ଏବଂ ସରକାରୀ ସହାୟତା ଅଭାବରୁ ଏଠାକାର ଏହି ଗୁରୁତ୍ୱପୂର୍ଣ୍ଣ ଜୀବିକା ଏବେ ବିପର୍ଯ୍ୟସ୍ତ

Editor

Riya Behl

Photo Editor

Binaifer Bharucha

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Shruti Sharma

ଶ୍ରୁତି ଶର୍ମା ଜଣେ ଏମଏମଏଫ୍ ପରୀ ବ୍ୟକ୍ତିତ୍ୱ (୨୦୨୨-୨୦୨୩)। ସେ କୋଲକାତାର ସେଣ୍ଟର ଫର୍ ଷ୍ଟଡିଜ୍ ଇନ୍ ସୋସିଆଲ୍ ସାଇନ୍ସରେ ଭାରତରେ କ୍ରୀଡା ସାମଗ୍ରୀ ନିର୍ମାଣର ସାମାଜିକ ଇତିହାସ ସଂପର୍କରେ ପିଏଚଡି କରିବା ଦିଗରେ କାମ କରୁଛନ୍ତି।

Editor

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Photo Editor

Binaifer Bharucha

ବିନଇଫର୍ ଭାରୁକା ମୁମ୍ବାଇ ଅଞ୍ଚଳର ଜଣେ ସ୍ୱାଧୀନ ଫଟୋଗ୍ରାଫର, ଏବଂ ପରୀର ଫଟୋ ଏଡିଟର୍

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।