ମୁଁ-ଆଉ-ଥରେ-ଭାରତ-ପାଇଁ-ଖେଳିବାକୁ-ସୁଯୋଗ-ପାଇଲି-ନାହିଁ

North 24 Parganas, West Bengal

Apr 23, 2022

‘ମୁଁ ଆଉ ଥରେ ଭାରତ ପାଇଁ ଖେଳିବାକୁ ସୁଯୋଗ ପାଇଲି ନାହିଁ’

ପଶ୍ଚିମବଙ୍ଗର ବନି ପଲ୍‌ଙ୍କୁ ତାଙ୍କର ଇଣ୍ଟରସେକ୍ସ ବିବିଧତା ପାଇଁ ଅନ୍ତର୍ଜାତୀୟ ଫୁଟବଲ୍‌ ଖେଳିବାରୁ ଅଟକାଗଲା । ଏପ୍ରିଲ ୨୨, ଜାତୀୟ ଇଣ୍ଟରସେକ୍ସ ମାନବାଧିକାର ଦିବସରେ, ସେ ତାଙ୍କର ପରିଚୟ ସମ୍ପର୍କରେ ପ୍ରକାଶ କରନ୍ତି ଏବଂ ତାଙ୍କର ସଂଘର୍ଷ କଥା ମନେ ପକାନ୍ତି

Author

Riya Behl

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Riya Behl

ରିୟା ବେହ୍‌ଲ ପିପୁଲ୍‌ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆ (PARI)ର ବରିଷ୍ଠ ସହକାରୀ ସଂପାଦକ । ଜଣେ ମଲ୍‌ଟିମିଡିଆ ସାମ୍ବାଦିକ ହିସାବରେ ସେ ଲିଙ୍ଗଗତ ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟରେ ଲେଖାଲେଖି କରନ୍ତି । PARI ପାଇଁ ରିପୋର୍ଟଂ କରୁଥିବା ଛାତ୍ରଛାତ୍ରୀ ଏବଂ PARIର ଲେଖାକୁ ଶ୍ରେଣୀଗୃହରେ ପହଞ୍ଚାଇବା ଲକ୍ଷ୍ୟରେ ଶିକ୍ଷକମାନଙ୍କ ସହିତ ମଧ୍ୟ ରିୟା କାର୍ଯ୍ୟ କରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।