ମୁଁ-ଚାହୁଁନି-ଯେ-ମୋର-ଝିଅମାନେ-ମୋ-ଭଳି-ଦୁର୍ଦ୍ଦଶା-ଭୋଗନ୍ତୁ

Patna, Bihar

Aug 30, 2021

‘ମୁଁ ଚାହୁଁନି ଯେ ମୋର ଝିଅମାନେ ମୋ ଭଳି ଦୁର୍ଦ୍ଦଶା ଭୋଗନ୍ତୁ’

ବିହାରରେ ବାଳିକା ଓ କିଶୋରୀ ବୋହୁମାନଙ୍କ ପାଖରେ ଗୋଟିଏ ପୁଅ ଜନ୍ମ ନ ହେବା ପର୍ଯ୍ୟନ୍ତ ସନ୍ତାନ ପ୍ରସବ କରିବା ଜାରି ରଖିବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ । ସେମାନଙ୍କ ପାଇଁ ସାମାଜିକ ପ୍ରଥା ଓ ପୂର୍ବଧାରଣା ଆଇନ ଓ ନ୍ୟାୟିକ ଅଧିଘୋଷଣାଠାରୁ ଉର୍ଦ୍ଧ୍ୱରେ

Series Editor

Sharmila Joshi

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Jigyasa Mishra

ଜିଜ୍ଞାସା ମିଶ୍ର, ଉତ୍ତର ପ୍ରଦେଶ ଚିତ୍ରକୂଟର ଜଣେ ସ୍ଵାଧୀନ ସାମ୍ବାଦିକ । ସେ ମୁଖ୍ୟତଃ ଗ୍ରାମାଞ୍ଚଳ ପ୍ରସଙ୍ଗରେ, ଭାରତର ବିଭିନ୍ନ ଭାଗରେ ପ୍ରଚଳିତ କଳା ଓ ସଂସ୍କୃତି ଉପରେ ରିପୋର୍ଟ ଦିଅନ୍ତି ।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Editor

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।