ମୁଁ-ଯଦି-ଜାଣିଥାନ୍ତି-ପାଣିରୁ-କର୍କଟ-ବ୍ୟାପିପାରେ

Saran, Bihar

Aug 26, 2021

‘ମୁଁ ହେଲେ ଆଗରୁ ଜାଣିପାରିଥାନ୍ତି ଯେ ପାଣିରୁ କର୍କଟ ବ୍ୟାପିପାରେ’

ବିହାରର ଗ୍ରାମଗୁଡିକର ଭୂତଳ ଜଳରେ ଆର୍ସେନିକ୍ ଥିବାରୁ, ପ୍ରୀତିଙ୍କ ପରିବାର ପରି ପରିବାରଗୁଡ଼ିକ ଉଭୟ ପୁରୁଷ ଏବଂ ମହିଳା ସଦସ୍ୟଙ୍କୁ କର୍କଟ ରୋଗରେ ହରାଇଛନ୍ତି, ଏବଂ ତାଙ୍କର ସ୍ତନରେ ମଧ୍ୟ ଏକ ଗେଟା ରହିଛି। କିନ୍ତୁ ଏଠାକାର ମହିଳାମାନେ ଅନେକ ସମୟରେ ଉପଯୁକ୍ତ ଚିକିତ୍ସା ପାଇବା ପାଇଁ ଏକାଧିକ ସମସ୍ୟାର ସମ୍ମୁଖୀନ ହୁଅନ୍ତି।

Illustration

Priyanka Borar

Translator

OdishaLIVE

Editor and Series Editor

Sharmila Joshi

Want to republish this article? Please write to [email protected] with a cc to [email protected]

Editor and Series Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Author

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।