ମୁମ୍ବାଇ-ଉପନଗରରେ-ସଙ୍କୁଚିତ-ହେଉଥିବା-ପୋମଫ୍ରେଟ୍

Mumbai Suburban, Maharashtra

Dec 31, 2019

ମୁମ୍ବାଇ ଉପନଗରରେ ସଙ୍କୁଚିତ ହେଉଥିବା ପୋମଫ୍ରେଟ୍

ଭର୍ସୋବା କୋଲିୱାଡିରେ ଅନେକଙ୍କ ପାଖରେ କ୍ରମଶଃ ହ୍ରାସ ପାଉଥିବା ମାଛ ସଂଖ୍ୟା ନେଇ କଛି ନା କିଛି କାହାଣୀ କହିବାକୁ ଅଛି – ସ୍ଥାନୀୟ ଅଞ୍ଚଳର ପ୍ରଦୂଷଣଠାରୁ ଆରମ୍ଭ କରି ବିଶ୍ୱସ୍ତରୀୟ ଉତ୍ତାପନ –ସବୁକିଛି ଏଥିପାଇଁ ଦାୟୀ । ସହରର ଉପକୂଳବର୍ତ୍ତୀ ଅଞ୍ଚଳରେ ଉଭୟର ମିଳିତ ପ୍ରଭାବ ଯୋଗୁଁ ଭର୍ସୋବାରେ ଜଳବାୟୁ ପରିବର୍ତ୍ତନ ଜନିତ ପ୍ରଭାବ ଅନୁଭୂତ ହେଉଛି ।

Want to republish this article? Please write to [email protected] with a cc to [email protected]

Reporter

Subuhi Jiwani

ସୁବୁହି ଜିୱାନି ପିପୁଲ୍ସ ଆର୍କାଇଭ ଅଫ୍ ରୁରାଲ ଇଣ୍ଡିଆରେ ଜଣେ କପି ଏଡିଟର ଭାବେ କାମ କରୁଛନ୍ତି ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।

Editor

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ

Series Editors

P. Sainath

ପି. ସାଇନାଥ, ପିପୁଲ୍ସ ଆର୍କାଇଭ୍ ଅଫ୍ ରୁରାଲ ଇଣ୍ଡିଆର ପ୍ରତିଷ୍ଠାତା ସମ୍ପାଦକ । ସେ ବହୁ ଦଶନ୍ଧି ଧରି ଗ୍ରାମୀଣ ରିପୋର୍ଟର ଭାବେ କାର୍ଯ୍ୟ କରିଛନ୍ତି ଏବଂ ସେ ‘ଏଭ୍ରିବଡି ଲଭସ୍ ଏ ଗୁଡ୍ ଡ୍ରଟ୍’ ଏବଂ ‘ଦ ଲାଷ୍ଟ ହିରୋଜ୍: ଫୁଟ୍ ସୋଲଜର୍ସ ଅଫ୍ ଇଣ୍ଡିଆନ୍ ଫ୍ରିଡମ୍’ ପୁସ୍ତକର ଲେଖକ।

Series Editors

Sharmila Joshi

ଶର୍ମିଳା ଯୋଶୀ ପିପୁଲ୍ସ ଆର୍କାଇଭ୍‌ ଅଫ୍‌ ରୁରାଲ ଇଣ୍ଡିଆର ପୂର୍ବତନ କାର୍ଯ୍ୟନିର୍ବାହୀ ସମ୍ପାଦିକା ଏବଂ ଜଣେ ଲେଖିକା ଓ ସାମୟିକ ଶିକ୍ଷୟିତ୍ରୀ