ମୋତେ-ଔଷଧ-ଦେବା-ସମୟରେ-ସେମାନେ-ମୋତେ-ଜବରଦସ୍ତ-ଛୁଅଁନ୍ତି

North West Delhi, National Capital Territory of Delhi

Feb 21, 2022

‘ମୋତେ ଔଷଧ ଦେବା ସମୟରେ ସେମାନେ ମୋତେ ଜବରଦସ୍ତ ଛୁଅଁନ୍ତି’

ହସ୍ପିଟାଲ୍‌ କର୍ମଚାରୀମାନଙ୍କ ଦ୍ୱାରା ଶୋଷିତ ଏବଂ ଅପମାନିତ, ସେମାନଙ୍କ ଗୋପନୀୟତାର ଉଲ୍ଲଂଘନ କରାଯାଏ, ଯୌନକର୍ମୀଙ୍କର ନିଆରା କଳଙ୍କ ରାଜଧାନୀ ଦିଲ୍ଲୀ ରେ ମଧ୍ୟ ସ୍ୱାସ୍ଥ୍ୟସେବା ପାଇବା ଲାଗି ସେମାନଙ୍କର କ୍ଷମତାକୁ ସୀମିତ କରେ। ଏହି ମହାମାରୀ ସେମାନଙ୍କ ଅବସ୍ଥାକୁ ଆହୁରି ଅଧିକ ଦୟନୀୟ କରିଦେଇଛି

Illustration

Priyanka Borar

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Shalini Singh

ଶାଳିନୀ ସିଂହ ‘ପରୀ’ର ପ୍ରକାଶନୀ ସଂସ୍ଥା କାଉଣ୍ଟରମିଡିଆ ଟ୍ରଷ୍ଟର ଜଣେ ପ୍ରତିଷ୍ଠାତା ଟ୍ରଷ୍ଟି । ସେ ଦିଲ୍ଲୀର ଜଣେ ସାମ୍ବାଦିକା ଏବଂ ପରିବେଶ, ଲିଙ୍ଗଗତ ପ୍ରସଙ୍ଗ ଏବଂ ସଂସ୍କୃତି ସଂପର୍କରେ ଲେଖା ଲେଖନ୍ତି ଏବଂ ସେ ହାଭାର୍ଡ ବିଶ୍ୱବିଦ୍ୟାଳୟରେ ୨୦୧୭- ୧୮ର ନୀମାନ୍‌ ଫେଲୋ ଫର୍‌ ଜର୍ଣ୍ଣାଲିଜ୍‌ମ ଥିଲେ ।

Illustration

Priyanka Borar

ପ୍ରିୟଙ୍କା ବୋରାର ହେଉଛନ୍ତି ଜଣେ ନ୍ୟୁ ମିଡିଆ କଳାକାର ଯିଏ ନୂତନ ଅର୍ଥ ଓ ଅଭିବ୍ୟକ୍ତି ଆବିଷ୍କାର କରିବା ପାଇଁ ବିଭିନ୍ନ ଟେକ୍ନୋଲୋଜି ପ୍ରୟୋଗ ସମ୍ବନ୍ଧିତ ପ୍ରୟୋଗ କରନ୍ତି। ସେ ଶିକ୍ଷାଲାଭ ଓ ଖେଳ ପାଇଁ ବିଭିନ୍ନ ଅନୁଭୂତି ଡିଜାଇନ୍‌ କରିବାକୁ ଭଲ ପାଆନ୍ତି। ସେ ଇଣ୍ଟରଆକ୍ଟିଭ୍‌ ମିଡିଆରେ କାମ କରିବାକୁ ଯେତେ ଭଲ ପାଆନ୍ତି ପାରମ୍ପରିକ କଲମ ଓ କାଗଜରେ ମଧ୍ୟ ସେତିକି ସହଜତା ସହିତ କାମ କରିପାରନ୍ତି।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।