ମୋର-ଜନ୍ମ-ନିୟୋଜନ-ଅପରେସନ୍-ପାଇଁ-ମୁଁ-ଏକା-ଚାଲି-ଚାଲି-ଗଲି

Udaipur, Rajasthan

Jul 27, 2022

‘ମୋର ଜନ୍ମ ନିୟୋଜନ ଅପରେସନ୍ ପାଇଁ ମୁଁ ଏକା ଚାଲି ଚାଲି ଗଲି’

ଉଦୟପୁରର ଗାମେତି ଆଦିବାସୀ ସଂପ୍ରଦାୟର ପୁରୁଷମାନେ ପ୍ରବାସୀ ଶ୍ରମିକ ଭାବେ ସୁରଟ, ମୁମ୍ବାଇ ଏବଂ ଦିଲ୍ଲୀରେ କାମ କରିବାକୁ ଯାଇଥିବା ବେଳେ, ‘ପଛରେ ଛାଡ଼ି ଯାଇଥିବା’ ମହିଳାମାନେ ସ୍ୱାସ୍ଥ୍ୟସେବା, ପୁଷ୍ଟି, ଗର୍ଭନିରୋଧକ ଏବଂ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଯତ୍ନ କ୍ଷେତ୍ରରେ ନିଜେ ନିଜେ ନିଷ୍ପତ୍ତି ନେବା ଶିଖି ଯାଆନ୍ତି

Illustration

Antara Raman

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Kavitha Iyer

କବିତା ଆୟାର ୨୦ ବର୍ଷ ଧରି ସାମ୍ବାଦିକତା କରି ଆସୁଛନ୍ତି। ସେ ‘ଲ୍ୟାଣ୍ଡସ୍କେପ୍ସ ଅଫ ଲସ୍ : ଦ ଷ୍ଟୋରୀ ଅପ୍ ଆନ ଇଣ୍ଡିଆ ଡ୍ରଟ୍’ (ହାର୍ପର କଲ୍ଲିନ୍ସ, ୨୦୨୧) ପୁସ୍ତକର ଲେଖିକା।

Illustration

Antara Raman

ଅନ୍ତରା ରମଣ ଜଣେ ଚିତ୍ରକର ଏବଂ ସାମାଜିକ ପ୍ରକ୍ରିୟା ଓ ପୌରାଣିକ ଚିତ୍ର ପ୍ରତି ଆଗ୍ରହ ରହିଥିବା ଜଣେ ୱେବସାଇଟ୍ ଡିଜାଇନର୍। ବେଙ୍ଗାଲୁରୁର ସୃଷ୍ଟି ଇନଷ୍ଟିଚ୍ୟୁଟ୍ ଅଫ୍ ଆର୍ଟ, ଡିଜାଇନ୍ ଏବଂ ଟେକ୍ନୋଲୋଜିର ସ୍ନାତକ ଭାବେ ସେ ବିଶ୍ୱାସ କରନ୍ତି ଯେ କାହାଣୀ ବର୍ଣ୍ଣନା ଏବଂ ଚିତ୍ରକଳା ସହଜୀବୀ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।