ମୋ-ଜମି-ଅଧିକାରକୁ-ଅପେକ୍ଷା-କରି-ମୁଁ-ମୋ-ସାରା-ଜୀବନ-ହରାଇ-ଦେଲି

Surendranagar, Gujarat

Dec 03, 2022

ମୋ ଜମି ଅଧିକାରକୁ ଅପେକ୍ଷା କରି ମୁଁ ମୋ ସାରା ଜୀବନ ହରାଇ ଦେଲି

ଗୁଜରାଟର ସୁରେନ୍ଦ୍ର ନଗର ଜିଲ୍ଲାରେ ଭୂମିହୀନ ଦଳିତମାନଙ୍କୁ କେବଳ କାଗଜପତ୍ରରେ ଜମି ମାଲିକାନା ମିଳିଛି। ପ୍ରଶାସନିକ ଅବହେଳା ଏବଂ ଜାତିଗତ ଭେଦଭାବ କାରଣରୁ ରାଜ୍ୟର ଅଧିକାଂଶ ଲୋକ ସେମାନଙ୍କୁ ମିଳିଥିବା ସମ୍ପତ୍ତି ଉପରେ ହକ୍‌ ଜାହିର କରିପାରୁନାହାନ୍ତି

Want to republish this article? Please write to [email protected] with a cc to [email protected]

Author

Parth M.N.

ପାର୍ଥ ଏମ୍.ଏନ୍. ୨୦୧୭ର ଜଣେ PARI ଫେଲୋ ଏବଂ ବିଭିନ୍ନ ୱେବ୍ସାଇଟ୍ପାଇଁ ଖବର ଦେଉଥିବା ଜଣେ ସ୍ୱାଧୀନ ସାମ୍ବାଦିକ। ସେ କ୍ରିକେଟ୍ ଏବଂ ଭ୍ରମଣକୁ ଭଲ ପାଆନ୍ତି ।

Editor

Vinutha Mallya

ବିନୁତା ମାଲ୍ୟା ଜଣେ ସାମ୍ବାଦିକା ଓ ସମ୍ପାଦିକା। ପୂର୍ବରୁ ସେ ପିପୁଲ୍ସ ଆର୍କାଇଭ୍‌ ଅଫ ରୁରଲ ଇଣ୍ଡିଆର ସମ୍ପାଦକୀୟ ମୁଖ୍ୟ ଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।