ମୋ-ପରିବାର-ଏବେ-କଣ-କରିବ

Palghar, Maharashtra

Aug 26, 2020

“ମୋ ପରିବାର ଏବେ କ’ଣ କରିବ?”

ଆଦିବାସୀ ଅଧ୍ୟୁଷିତ ବୋରନ୍ଦା ଗ୍ରାମରେ ବନୀତା ଭୋଏର ଏବଂ ତାଙ୍କ ପରିବାର ମହାରାଷ୍ଟ୍ରର ଇଟାଭାଟିରେ କାମ କରିଥାନ୍ତି। ଏବେ ଲକଡାଉନ କାରଣରୁ ସେମାନଙ୍କ ହାତରେ କାମ ନାହିଁ, ଖାଦ୍ୟ କିମ୍ବା ଟଙ୍କା ନାହିଁ-ଏବଂ ସେମାନେ ଧୀରେ ଧୀରେ ନିରାଶ ହୋଇପଡ଼ୁଛନ୍ତି।

Translator

OdishaLIVE

Want to republish this article? Please write to [email protected] with a cc to [email protected]

Author

Mamta Pared

ମମତା ପାରେଦ ( ୧୯୯୮-୨୦୨୨) ଜଣେ ସାମ୍ବାଦିକ ତଥା ୨୦୧୮ ପାଇଁ ପରୀର ଇଣ୍ଟର୍ନ ଥିଲେ। ସେ ଆବାସାହେବ ଗରୋବାରେ ମହାବିଦ୍ୟାଳୟ, ପୁନେରୁ ସାମ୍ବାଦିକତା ଓ ଗଣ ଯୋଗାଯୋଗରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ। ସେ ଆଦିବାସୀ ଜନଜୀବନ ବିଶେଷକରି ୱାର୍ଲି ସମ୍ପ୍ରଦାୟ ସେମାନଙ୍କ ଜୀବିକା ଓ ସଂଘର୍ଷ ବିଷୟରେ ରିପୋର୍ଟ ପ୍ରସ୍ତୁତ କରିଥିଲେ।

Translator

OdishaLIVE

ଓଡ଼ିଶାଲାଇଭ୍: ଏହି ଅନୁବାଦ ଓଡ଼ିଶାଲାଇଭର ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାଲାଇଭ୍ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରଗତିଶୀଳ ଡିଜିଟାଲ୍ ପ୍ଲାଟଫର୍ମ ଏବଂ ସୃଜନଶୀଳ ଗଣମାଧ୍ୟମ ଓ ଯୋଗାଯୋଗ ଏଜେନ୍ସି। ଏଠାରେ ଲୋକାଲାଇଜେସନ, କଣ୍ଟେଣ୍ଟ ପ୍ରସ୍ତୁତି, ଭିଡିଓ ପ୍ରଡକ୍ସନ ଏବଂ ୱେବ୍ ଓ ସୋସିଆଲ୍ ମିଡିଆ ପରି ବିଭିନ୍ନ କ୍ଷେତ୍ରରେ ଅଡିଓ ଭିଜୁଆଲ୍‌ ବିଷୟବସ୍ତୁ, ନ୍ୟୁଜ୍ ଇତ୍ୟାଦି ସେବା ପ୍ରଦାନ କରୁଛୁ।